Breaking News

ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||     

ମାରଣାନ୍ତକ ଆକ୍ରମଣ ମାମଲାରେ ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ |

20-May-2026

ମାରଣାନ୍ତକ ଆକ୍ରମଣ ମାମଲାରେ ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ।

 ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ ;----

ଗତ ସୋମବାର ରାତିରେ ଟାଉନ ଥାନା ଅର୍ନ୍ତଗତ ଗିରି ରୋଡ୍ ରାସ୍ତାରେ ଘଟିଥିବା ମାରଣାନ୍ତକ ଆକ୍ରମଣ ମାମଲାରେ ଦୁଇ ରାଜ୍ ମାଲହୋତ୍ରା ଓ ରିଙ୍କୁ ସାମଲ ନାମକ ଦୁଇ ଜଣ ଯୁବକ କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛନ୍ତି। ଉକ୍ତ ଦିନ ରାତି ୯ ଟା ବେଳେ ଦୁଇ ଜଣ ଯୁବକ ଓ ଯୁବତୀ ମୋଟରସାଇକେଲ ଯୋଗେ ଯାଉଥିବା ବେଳେ କିଛି ଯୁବକ ବଡ଼ ବଡ଼ ମୁଳି ଦ୍ଵାରା ନିର୍ଘାତ ମାଡ଼ ମାରିଥିଲେ। ଯାହାକି ଉକ୍ତ ଘଟଣାରେ ଭିଡିଓ ଭାଇରାଲ ହେବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିଲା। ବ୍ରହ୍ମପୁର ଏସପି ଡଃ ଶ୍ରବଣ ବିବେକ ଏମ୍ ତତକ୍ଷଣାତ୍ ପଦକ୍ଷେପ ଗ୍ରହଣ କରି ନିଜ କର୍ମଚାରୀଙ୍କ ଜରିଆରେ ବିଭିନ୍ନ ସ୍ଥାନରେ ଚଢାଉ କରି ଉକ୍ତ ଦୁଇ ଯୁବକ କୁ ଉଠାଇ ଆଣି ଥାନାରେ ଜେରା କରିବା ପରେ ଆଜି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP