Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ଜି ଉଦୟ ଗିରି ରୁ ବାଘ ଛାଲ ସହ ବନ୍ଧୁକ ଜବତ , |

29-Nov-2024

ବାଘଛାଲ ସହ ଦେଶୀ ବନ୍ଧୁକ ଜବତ; ଦୁଇ ଅଭିଯୁକ୍ତ ଅଟକ, ମୁହଁ ଖୋଲୁନି ବନ ବିଭାଗ,

          ଓଡିଶା ଜନମତ  ବ୍ୟୁରୋ ,

ବାଲିଗୁଡା :୨୯/୧୧: -

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟ  ଗିରି ବନ ବିଭାଗ ପକ୍ଷରୁ ବାଘ ଛାଲ ଓ ଦେଶୀ ବନ୍ଧୁକ ଜବତ କରାଯାଇଥିବା ବେଳେ ଏ ନେଇ  କିନ୍ତୁ ବନ ବିଭାଗ ମୁହଁ ଖୋଲୁ ନାହାନ୍ତି। ଘଟଣାରୁ ପ୍ରକାଶ ଯେ, ଜି.ଉଦୟଗିରି ବନ ବିଭାଗ ଅନ୍ତର୍ଗତ କଳିଙ୍ଗା ସେକ୍ସନରେ ବାଘ ଶିକାର ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ବନ କର୍ମଚାରୀ ମାନେ ଖବର ପାଇ ଦୁଇଟି ସ୍ଥାନରେ ଚଢ଼ାଉ କରି ଜଣେ ବ୍ୟକ୍ତିଙ୍କଘରୁଏକଦେଶୀ ବନ୍ଧୁକ ପାଇଥିବା ବେଳେ ଏହି ଘଟଣାରେ ଦୁଇ ଜଣକୁ ଆଣି ଅଟକ ରଖି ପଚରାଉଚରା କରୁଥିବା ସହ ଏହି ବାଘ ଶିକାରରେ ଅନ୍ୟ କିଛି ଜଣ ସମ୍ପୃକ୍ତ ଥିବା ନେଇ ତନାଘନା ଚଳାଇଥିବା ବେଳେ ଅନ୍ୟ ମାନଙ୍କୁ ଧରିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲି ଥିବା ସୂଚନା ମିଳିଛି। କିନ୍ତୁ ଏହି ଘଟଣାକୁ ନେଇ ବନ ବିଭାଗ ଅଧିକାରୀ ମୁଁହ ଖୋଲୁ ନାହାନ୍ତି। କୌଣସି ପ୍ରତିକ୍ରିୟା ଦେବାକୁ ମଧ୍ୟ ପ୍ରସ୍ତୁତ ନାହାନ୍ତି। ଜି. ଉଦୟଗିରି ବନ ବିଭାଗ ଅଧିକାରୀଙ୍କ କାର୍ଯ୍ୟାଳୟ ମୁଖ୍ୟ ଫାଟକରେ ତାଲା ମରାଯାଇ ଭିତରକୁ କାହାରିକୁ ପ୍ରବେଶ କରିବାକୁ ଦିଆଯାଉ ନଥିବା ବେଳେ  ଖବର ପାଇ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧି ମାନେ ବନବିଭାଗକାର୍ଯ୍ୟାଳୟ କୁ ଖବର ସଂଗ୍ରହ ପାଇଁ ଯାଇ ମୁଖ୍ୟ ଫାଟକ ବାହାରେ ଦୀର୍ଘ ସମୟ ଅପେକ୍ଷା କରି ଫେରି ଯାଇଥିଲେ। ଏ ସମ୍ପର୍କରେ ଜି. ଉଦୟଗିରି ବନ ବିଭାଗ ଏସିଏଫ କାଜଲ ନାୟକଙ୍କୁ ଫୋନ ଯୋଗେ ପଚାରିବା ପରେ ସେ ତଦନ୍ତ ଚାଲିଛି। ଆପଣମାନେ ସହଯୋଗ କରନ୍ତୁ। ଡିଏଫଓ ସାର ଆସିଲେ ସମସ୍ତ ତଥ୍ୟ ପ୍ରଦାନ କରିବେ ବୋଲି କହିଥିବା ବେଳେ ଫୁଲବାଣୀ ଡିଏଫଓ ପ୍ରଶାନ୍ତ ପଟେଲଙ୍କୁ ଏହି ଘଟଣା ବିଷୟରେ ପଚାରିବା ପରେ ସେ କହିଲେ ତଦନ୍ତ ଚାଲିଛି। ଏବେ କିଛି କହି ହେବନି ।ତଦନ୍ତରେ ବାଧା ସୃଷ୍ଟି ହେବ। ଏଣୁ ତଦନ୍ତ ସାରିବା ପରେ ସମସ୍ତ ତଥ୍ୟ ପ୍ରଦାନ କରାଯିବ ବୋଲି ପ୍ରକାଶ କରିଛନ୍ତି ।

News Comment

You Might Also Like

BACK TO TOP