Breaking News

ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||     

16ବର୍ଷ ର ନାବାଳିକା ଗର୍ଭବତୀ,, ଅଭିଯୁକ୍ତକୁ କୋର୍ଟ ଚାଲାଣ |

20-May-2026

୧୬ ବର୍ଷୀୟା ନାବାଳିକା ୫ ମାସର ଗର୍ଭବତୀ, ଅଭିଯୁକ୍ତ କୁ କୋର୍ଟ ଚାଳାଣ
ଓଡିଶା ଜନମତ , ୨୦/୦୫,

କାମେଶ୍ୱର କରକରିଆ  :---

ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଚାଞ୍ଚନାଗୁଡ଼ା ଗାଁରେ ଜଣେ ୧୬ ବର୍ଷୀୟା ନାବାଳିକା ୫ମାସର ଗର୍ଭବତୀ ହୋଇଥିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାକୁ ନେଇ ବାଲ୍ୟ ବିବାହ ଓ ନାବାଳିକା ସୁରକ୍ଷା ପ୍ରସଙ୍ଗ ପୁଣିଥରେ ସାମ୍ନାକୁ ଆସିଛି। ସୂଚନା ଅନୁସାରେ, ଚାଞ୍ଚନାଗୁଡ଼ା ଗାଁର ଅଭି କାର୍ଗମଙ୍କ ପୁଅ ନିରଞ୍ଜନ କାର୍ଗମ ଓ ସେହି ଗାଁର ଲକ୍ଷ୍ମଣ ପାଲାକା ଙ୍କ ଝିଅ ଅନିତା ପାଲାକା ଙ୍କୁ ଜର୍ଜବର ଦସ୍ତି ଶାରୀରିକ ସମ୍ପର୍କ ରଖୁଥିଲା।କାହାକୁ କହିଲେ ଜୀବନରୁ ମାରିଦେବା ନେଇ ଦମକ ଦେଉଥିଲେ ଓ ବାରମ୍ବାର ଦୁଷ୍କର୍ମ କରୁଥିଲେ। ପରେ ନାବାଳିକା ଜଣକ ୫ ମାସର ଗର୍ଭବତୀ ହୋଇଥିବା ଜଣାପଡ଼ିଥିଲା। ଘଟଣାକୁ ନେଇ ପୀଡିତାଙ୍କ ପରିବାର  ସହ ସରପଞ୍ଚ ଙ୍କ ଦ୍ୱାରା ଥାନାରେ ୧୯. ୦୫. ୨୬  ଲିଖିତ ଅଭିଯୋଗ କରିଥିଲେ। ପରେ କନ୍ଦକୁଳ ସମାଜ ବସି ସମାଧାନ କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ ଅଭିଯୁକ୍ତ ନିରଞ୍ଜନ କାର୍ଗମ ଙ୍କ ପରିବାର ଜାତିଆଣ ଭେଦଭାବ ଦେଖାଇ ସମାଜକୁ ଅପମାନିତ କରିଥିଲେ । ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ନିରଞ୍ଜନ କାର୍ଗମଙ୍କୁ ଗିରଫ କରି ଆଜି କୋର୍ଟ ଚାଳାଣ କରିଛି। ପୋଲିସ ଦ୍ୱାରା ଝିଅକୁ ସୁଧାର ଗୃହ ରାୟଗଡା ରେ ରଖାଯାଇଥିବା ସୂଚନା ରହିଛି।

News Comment

You Might Also Like

BACK TO TOP