Breaking News

ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||     

ବିଦ୍ୟାଳୟ ରୁ ରାସନସାମଗ୍ରୀ ଚୋରି କରୁଥିଲା ବେଳେ ଗ୍ରାମବାସୀ ଙ୍କ ଦ୍ଵାରା ଧରାପଡ଼ିଲେ ପ୍ରଧାନ ଶିକ୍ଷକ ଓ ସଭାପତି |

21-May-2026

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି:  ପ୍ରଧାନଶିକ୍ଷକ, ସଭାପତି ପୁଲିସ ଜିମାରେ

ଓଡିଶା ଜନ ମତ,ବୁଗୁଡ଼ା,୧୯।୫,

କୁମୁଦ ଚନ୍ଦ୍ର ବେହେରା:-----

ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ। ସୂଚନା ଅନୁସାରେ ସୋମବାର ସନ୍ଧ୍ୟା ସମୟରେ ବିଦ୍ୟାଳୟ ଭିତରେ କିଛି ଭାଙ୍ଗିବାର ଶବ୍ଦ ଶୁଣି ଗ୍ରାମବାସୀ ବିଦ୍ୟାଳୟକୁ ଯାଇ ଦେଖିଲାବେଳେ ବିଦ୍ୟାଳୟ ଫାଟକ ଖୋଲା ରହିଛି ଏବଂ ବିଦ୍ୟାଳୟ ଭିତରେ ଦୁଇଜଣ ବ୍ୟକ୍ତି ବସ୍ତା ଭିତରେ କିଛି ଜିନିଷ ଭର୍ତ୍ତି କରୁଛନ୍ତି। ପାଖକୁ ଯାଇ ଦେଖିଲାବେଳେ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିନୋଦ ବେହେରା ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗୋବିନ୍ଦ ସେନାପତି ବିଦ୍ୟାଳୟ ଖୋଲି ପିଲାଙ୍କ ରୋଷେଇ ପାଇଁ ବ୍ୟବହୃତ ରାଶନଗୁଡିକୁ ବସ୍ତାରେ ଭର୍ତ୍ତିି କରୁଛନ୍ତି। ଏପରିକି କମ୍ପ୍ୟୁଟର ରୁମରୁ ଏକ ଫ୍ୟାନ ଖୋଲି ରଖିଥିଲେ । ଗ୍ରାମବାସୀ ପଚାରିବାରୁ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ। ପରେ ଗ୍ରାମବାସୀ ବୁଗୁଡ଼ା ପୋଲିସକୁ ଖବର ଦେଇଥିଲେ। ବୁଗୁଡ଼ା ପୋଲିସ ଏଏସଆଇ ବାପୁଜୀ ଖଣ୍ଡଗିରି ଘଟଣାସ୍ଥଳରେ ପହଂଚି ପ୍ରଧାନଶିକ୍ଷକଙ୍କୁ ତାଗିଦ୍‌ କରିବା ସହ ଗ୍ରାମବାସୀ ଏବଂ ବିଦ୍ୟାଳୟ ପରିଚାଳନା କମିଟିକୁ ଡକାଇ ଏହାର ବିଚାର କରିବାପାଇଁ ପରାମର୍ଶ ଦେଇଥିଲେ। ଏହି ଘଟଣାକୁ ନେଇ ସାଧାରଣରେ ନିନ୍ଦା ପ୍ରକାଶ ପାଇଥିବାବେଳେ ସମସ୍ତଙ୍କ ମୁହଁରେ ଗୋଟିଏ କଥା ବାଡ଼ ଯଦି ଫସଲ ଖାଇବ ଫସଲ ସୁରକ୍ଷା କିଏ ଦବ?

News Comment

You Might Also Like

BACK TO TOP