Breaking News

ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ବ୍ଳକ ଟପ୍ପର ହେଲେ ଜିତ କୁମାର ପ୍ରଧାନ

21-May-2026

ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ଛାତ୍ର ଜିତ୍ କୁମାର ପ୍ରଧାନ ବ୍ଲକ ଟପର।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା ୨୧/୫/୨୦୨୬ :- ---

ପୋଲସରା ବିଜ୍ଞାନ ମହାବିଦ୍ୟାଳୟର କଳା ଯୁକ୍ତ-ଦ୍ୱିତୀୟ ବର୍ଷର ଛାତ୍ର ଜିତ୍ କୁମାର ପ୍ରଧାନ ଚଳିତ - ୨୦୨୬ ବାର୍ଷିକ ପରୀକ୍ଷାରେ ସର୍ବମୋଟ ୬୦୦ ନଂ ମାର୍କରୁ ୫୨୭ ନଂ ଶତକଡ଼ା ୮୩ ପ୍ରତିଶତ ମାର୍କ ରଖି ସମଗ୍ର ପୋଲସରା ବ୍ଲକରେ ଟପର ହୋଇଛନ୍ତି । ସେହିପରି ବିଜ୍ଞାନ ବିଭାଗର ଛାତ୍ର ଶୁଭମ ସାହୁ ୫୩୭ ନଂ ଅର୍ଥାତ୍ ଶତକଡ଼ା ୯୧ ପ୍ରତିଶତ ମାର୍କ ରଖି ଅନୁଷ୍ଠାନରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଦୁଇ ଛାତ୍ରଙ୍କ ଏହି ସଫଳତା ଯୋଗୁଁ ଉକ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଦିଲ୍ଲୀପ କୁମାର ନାୟକଙ୍କ ସମେତ ଅନ୍ୟ ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଖୁସି ବ୍ୟକ୍ତ କରିବା ସହିତ ଉଭୟ ମେଧା ଛାତ୍ରଙ୍କ ଭବିଷ୍ୟତ ଉଜ୍ଜ୍ୱଳ ଶୁଭ କାମନା କରିଛନ୍ତି । ସୂଚନା ଯୋଗ୍ୟ ଯେ, ଟପର ଜିତ୍ କୁମାରଙ୍କ ପିତା ଜଣେ କୃଷକ ଅଟନ୍ତି । ମାତା ଶ୍ରୀମତୀ କମା ପ୍ରଧାନ ଜଣେ ଗୃହିଣୀ ଅଟନ୍ତି । ପୋଲସରା ପୌରପରିଷଦ ୪ ନଂ ଶିଦ୍ଧିପୁର ଗ୍ରାମର ବାସିନ୍ଦା ଅଟନ୍ତି । ଜିତ୍‌ଙ୍କ ଅଦ୍ଭୁତ ସଫଳତାରେ ପରିବାର ସମେତ ସମଗ୍ର ଶିଦ୍ଧିପୁର ଗ୍ରାମରେ ଖୁସିର ଲହରୀ ଖେଳିଯାଇଛି ।

News Comment

You Might Also Like

BACK TO TOP