Breaking News

ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||     

ଭିଜିଲାନ୍ସ ହାତରେ ଧରା ପଡିଲେ R W S S ସହକାରୀ ଯନ୍ତ୍ରୀ |

21-May-2026

ଭିଜିଲାନ୍ସ ଜାଲରେ ପଡିଲେ, RWSS ସହକାରୀ ଯନ୍ତ୍ରୀ

ଓଡିଶା ଜନମତ ରାୟଗଡ଼ା,୨୧/୦୫,

କାମେଶ୍ୱର କରକରିଆ :-----

 ପୁଣି ରାୟଗଡ଼ାରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଯନ୍ତ୍ରୀ,  ଯନ୍ତ୍ରୀ ଜଣକ ହେଲେ କୋଲନରା ବ୍ଲକ RWSS ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ। ଆୟ ବହିଭ୍ତତ ସମ୍ପତ୍ତି ଠୁଲ ଅଭିଯୋଗ ରେ ଭିଜିଲାନ୍ସ ବିଭାଗ  ଚଢ଼ାଉ କରିଛି। ରାୟଗଡା ରୋହିତ କଲୋନୀରେ ରହୁଥିବା ଭଡାଘର  ଓ ବ୍ରହ୍ମପୁର ର ୬ଟି ସ୍ଥାନରେ ଭିଜିଲାନ୍ସ ର ସ୍ବତନ୍ତ୍ର ଟିମ୍ ଚଢ଼ାଉ କରିଛି। ଭିଜିଲାନ୍ସ ଅଧିକାରୀ ବୈଦେଇ ବେହେରାଙ୍କ ନେତୃତ୍ବରେ ଏହି ଟିମ୍ ଚଢ଼ାଉ ଜାରି ରଖିଛି। ରାୟଗଡା ବ୍ଲକ କୋଲନରା ବ୍ଲକର ସହକାରୀ ଯନ୍ତ୍ରୀ ଶ୍ରୀ ନାଏକଙ୍କ ନାମରେ ଏକ ଅଭିଯୋଗ ହୋଇଥିଲା। ଏନେଇ ଆଜି ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକଙ୍କ ସ୍ଥାଵର ଓ ଅସ୍ଥାବର ସମ୍ପତି ଯାଞ୍ଚ୍ କରିବା ସହ ଘରେ ଥିବା ସୁନା ଅଳଙ୍କାର, ବ୍ଯାଙ୍କ କାଗତପତ୍ର,ଇନସ୍ଯୁରେନ୍ସ ସହ ଅନ୍ଯାନ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ବିଭାଗ। ଏନେଇ ଭିଜିଲାନ୍ସ ବିଭାଗ କୈଣସି ପ୍ରତିକ୍ରିୟା ଦେଇନାହିଁ।

News Comment

You Might Also Like

BACK TO TOP