Breaking News

ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||     

କୋଟ ପାରା ଠାରେ ସାର ବୋଝେଇ ଟ୍ରକ ଦୁର୍ଘଟଣା ଗ୍ରସ୍ତ, |

21-May-2026

ନବରଙ୍ଗପୁର ରାଇଘର ନିକଟରେ ସାର ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର ମୃତ,

 ଓଡିଶା ଜନ ମତ ବ୍ୟୁରୋ, ଆଜି ପୁଣି ଏକ ସାର ବୋଝେଇ ଟ୍ରକ ଦୁର୍ଘଟଣା ଘଟି ସେଥିରେ ଥିବା ଚାଳକ (ଡ୍ରାଇଭର )ଙ୍କ ମୃତ୍ୟୁ ଘଟିଛି | ଏପରି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି  ନବରଙ୍ଗପୁରଜିଲ୍ଲା ରାଇଘର ନିକଟସ୍ଥ କୋଟପାରାଠାରେ ଆଜି ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଜୟପୁରରୁ ଆସୁଥିବା ଏକ ସାର ବୋଝେଇ ଟ୍ରକ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛକୁ ପିଟି ହେବା ଫଳରେ ଘଟଣାସ୍ଥଳରେ ହିଁ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତ ଡ୍ରାଇଭର ଜଣକ ଜୟପୁର କେନ୍ଦୁଗୁଡା ଗ୍ରାମର କାନ୍ତ ବୋଲି ସୂଚନା ମିଳିଛି । ସୂଚନା ଅନୁଯାୟୀ ଆଜି ସକାଳ ପ୍ରାୟ ୭ଟା ସମୟରେ  ଜୟପୁରରୁ ଏକ ସାର ବୋଝେଇ ଟ୍ରକ୍ ( ଗାଡ଼ି  ନମ୍ବର ସିଜି ୧୮ କେ ୪୫୮୬) ରାଇଘର ଲ୍ୟାମ୍ପ ଅଭିମୁଖେ ଆସୁଥିଲା। ରାଇଘରଠାରୁ ମାତ୍ର ଗୋଟିଏ କିଲୋମିଟର ପୂର୍ବରୁ କୋଟପାରାଠାରେ ଟ୍ରକଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଯାଇଥିଲା l ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ, ଟ୍ରକ୍‌ଟି ଦୁଇ ଗଛକୁ ପିଟି ଓଲଟି ପଡିଯାଇଥିଲା l  ଡ୍ରାଇଭର କାନ୍ତ ଟ୍ରକ୍ ଭିତରେ ଚାପି ହୋଇ ରହିଯିବା ଫଳରେ ଉଦ୍ଧାର ହୋଇ ନପାରି ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା l ଖବର ପାଇ ରାଇଘର ପୋଲିସ ଏବଂ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିବା ସହିତ ତଦନ୍ତ ଆରମ୍ଭ କରିଛନ୍ତି । ଅନ୍ୟପଟେ ଅଭାବି ସାର ବିକ୍ରି ଏବଂ   ସାର ଆବଶ୍ୟକତା ଦୃଷ୍ଟିରୁକି ଟ୍ରକରୁ ସାରକିଏ ଚୋରେଇ ନେଇଯିବ ସେଥିପାଇ  ଟ୍ରକ ଉପରେ ପ୍ରଶାସନ ଏବଂ ପୁଲିସ କଡ଼ା ନଜର ରଖିଛି |

News Comment

You Might Also Like

BACK TO TOP