Breaking News

ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||     

ପୁରୁଷୋତ୍ତମପୁର ଥାନା ଲଡକା ପଲି ଠାରେ ଅଟୋକୁ ଧକ୍କାଦେଲା ବସ, 5ମୃତ, 4 ଆହାତ |

22-May-2026

ଅଟୋ କୁ ଧକ୍କା ଦେଲା ବସ, 5 ମୃତ, ତିନି ରି ଉର୍ଦ୍ଧ ଗୁରୁତର,

    ଓଡିଶା ଜନ ମତ ବ୍ୟୁରୋ, 

ଗଞ୍ଜାମ ଜିଲ୍ଲା  ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଲଡକାପଲ୍ଲୀ ଉପର ବାଙ୍କ ରେ ବଡ଼ ଭୟାନକ ସଡ଼କ ଦୁର୍ଘଟଣା ଘଟିଛି l ଗୋଟିଏ ଯାତ୍ରୀ ବାହି ଅଟୋ କୁ ବସଟି ସମ୍ମୁଖ ପଟ ରୁ ଧକ୍କା ଦେବାପରେତାକୁ ଘୋଷାଡ଼ି ନେଇ ରସ୍ତା କଡ଼ ଗଛରେ ପିଟି ଦେଇଥିଲା |  ଦୁର୍ଘଟଣା ରେ ଅଟୋରେ ବସିଥିବା ପାଞ୍ଚ ଜଣ ଙ୍କ ମୃତ୍ୟୁ ହୋଇଥିବା ବେଳେ ଚାରି ରୁ ଉର୍ଦ୍ଧ ଗୁରୁତର ଆହାତ ହୋଇଛନ୍ତି l ତେବେ ମୃତ ଓ ଗୁରୁତର ଙ୍କ ପରିଚୟ ଚିକିଟି ଅଞ୍ଚଳର ହୋଇଥିଲା ବେଳେ ସେମାନେ ସିଂହାସିନୀ ଙ୍କୁ ଦର୍ଶନ କରିବାକୁ ଯାଉଥିଲା ବେଳେ ବସ ଟି କୋଦଳାରୁ ବ୍ରହ୍ମପୁର ଯାଉଥିଲା | ତେବେ ଲଡକା ପଲି ଠାରେ ଘଟିଲା ଏପରି ଦୁର୍ଘଟଣା  | ବସ ଧକା ଧକ୍କା ଦେଇ ଫେରାର ହୋଈ ଯାଇଛି  |  ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀ କୁ ଖବର ଦେବା ସହ ସମସ୍ତଙ୍କୁ ଉଧାରକରୀ ଚିକିତ୍ସା ନମନ୍ତେ କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତି କରାଯାଇଛି ଲ ଏବଂ ଘଟଣା ସ୍ଥଳରେ ପୁରୁଷୋତ୍ତମପୁର ପୋଲିସ  ପହଞ୍ଚି ଅଧିକ  ତଦନ୍ତ କରୁଛି  | ଏବଂ ଏସଡ଼ି ପିଓ  କୋଦଳା ମେଡିକାଲ ରେ ପହଞ୍ଚି ଅଧିକ ତଦନ୍ତ କରୁଛନ୍ତି  |

News Comment

You Might Also Like

BACK TO TOP