Breaking News

ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||     

ଭଞ୍ଜନଗର ନଗର ପାଳ ଙ୍କ ଘର ଉପରକୁ ବୋମାମାଡ଼, ପୋଲିସ ର ତଦନ୍ତ ଜାରି |

22-May-2026

ନଗରପାଳଙ୍କ ଘର ଉପରକୁ ବୋମାମାଡ। ପୋଲିସ ତଦନ୍ତ ଜାରି।

 ଓଡ଼ିଶା ଜନମତ, ବ୍ରହ୍ମପୁର, 

କୈଳାଶ ଚନ୍ଦ୍ର ଚୌଧୁରୀ:---
ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ପଛପଟେ ରହୁଥିବା ଭଞ୍ଜନଗର ନଗରପାଳ ଗୋପବନ୍ଧୁ ମହାପାତ୍ରଙ୍କ ଘର ଉପରକୁ ଗତକାଲି ବିଳମ୍ବିତ ରାତିରେ ବୋମାମାଡ ହୋଇଛି। ଯାହାକି ଗତ ଦୁଇ ଦିନ ପୁର୍ବେ ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରା  ସମାପ୍ତ ପରେ ଏହି ଭଳି ସମ୍ବେଦନଶୀଳ ଘଟଣା ସାରା ସହର ଞ ଆଖପାଖ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ବୋମାମାଡ ର କାରଣ ଜଣାପଡିନଥିଲେ ମଧ୍ୟ ପୁର୍ବ ଶତ୍ରୁତାକୁ ନେଇ ଏହି ଘଟଣା ଘଟିଛି ବୋଲି ସହରରେ ଚର୍ଚ୍ଚା ହେଉଛି। ବୋମାମାଡ ବେଳେ ନଗରପାଳ ମହାଶୟ ଘରେ ନଥିଲେ। କିନ୍ତୁ ଉପସ୍ଥିତ ପରିବାର ଲୋକେ ପ୍ରଚଣ୍ଡ ଶବ୍ଦରେ ଭୟଭୀତ ହୋଇ ପୋଲିସ କୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘରେ ଓ ନିକଟରେ ଲାଗିଥିବା ସିସିଟିଭି ଫୁଟେଜ କୁ ଆଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP