Breaking News

ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||     

ଜାତୀୟ ରାଜପଥ ଦୁର୍ଘଟଣା ରେ ସ୍କୁଟି ଚାଳକ ବାପା ମୃତ ଝିଅ ଗୁରୁତର ||

23-May-2026

ଜାତୀୟ ରାଜପଥ ଦୁର୍ଘଟଣା ରେ ବାପା ମୃତ ଝିଅ  ଗୁରୁତର |

ଓଡିଶ  ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର:----
ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ହାଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ସ୍କୁଟି ଚାଳକ ବାପା ଭଗବାନ ଗୌଡ ଙ୍କ ମୃତ୍ୟୁ ଘଟିଥିବା ବେଳେ ପଛରେ ବସିଥିବା ଝିଅ ଶୀବାନି ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ମୃତ ଭଗବାନ ଗୌଡ ବ୍ରହ୍ମପୁର ସିଡିଏମଓ କାର୍ଯ୍ୟାଳୟର କର୍ମଚାରୀ ଓ ତାଙ୍କ ଝିଅ ଶୀବାନି ନର୍ସିଂ ଛାତ୍ରୀ।ଉଭୟେ ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ଏକ ଦୃତଗାମୀ କାର୍ ପଛପଟୁ ଧକ୍କା ଦେଇଥିଲା। ଯାହା ଫଳରେ ଉଭୟ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଡ଼ାକ୍ତର ଭଗବାନ କୁ ମୃତ ଘୋଷଣା କରିଥିଲେ। ଏନେଇ ଗୋଳନ୍ଥରା ଥାନା ରେ ଏତେଲା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP