Breaking News

ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||     

ବେଗୁନିଆପଡା ରେ ମହିଳା ନାରୀ ଅଧିକାର ଅଭିଯାନ କାର୍ଯ୍ୟକମ ଅନୁଷ୍ଠିତ ||

23-May-2026

ବେଗୁନିଆପଡା ମହିଳା ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ,

 ଓଡିଶା ଜନ ମତ,ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ;----

 କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ବେଗୁନିଆପଡ଼ା ଠାରେ ମହିଳା ବିଜେଡି ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଜେଡିର ହଜାର ହଜାର ମହିଳା କର୍ମୀ ଓ  ନେତ୍ରୀ ଏକଜୁଟ୍ ହୋଇ ମହିଳାଙ୍କ ପାଇଁ ଆସନ ସଂରକ୍ଷଣ ତଥା ମହିଳାଙ୍କ ସୁରକ୍ଷା ପାଇଁ ସ୍ବର ଉଠାଇଛନ୍ତି । ରାଜ୍ଯ ମହିଳା ବିଜେଡ଼ି ସାଧାରଣ ସମ୍ପାଦିକା ଡଃ ରଞ୍ଜିତା ସାହୁଙ୍କ ନେତୃତ୍ବରେ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ବିଭିନ୍ନ ପଞ୍ଚାୟତରୁ ମହିଳା ମାନେ ଯୋଗ ଦେଇଥିଲେ। ବେଗୁନିଆପଡ଼ା ସ୍ଥିତ ଶ୍ରୀ ସିଦ୍ଧେଶ୍ଵର ମନ୍ଦିର ପରିସର ରୁ ଏକ ବିରାଟ ଶୋଭାଯାତ୍ରା ବାହାରି ବେଗୁନିଆପଡ଼ା ଗ୍ରାମ ପରିକ୍ରମା କରିବା ସହ ୨୦୨୩ରୁ ପାରିତ ହୋଇଥିବା ମହିଳା ସଂରକ୍ଷଣ ବିଲ୍ ତୁରନ୍ତ ଲାଗୁ କରିବାକୁ ସମସ୍ତେ ଦାବି କରିଛନ୍ତି। ରାଜ୍ୟରେ ଡବଲ୍ ଇଞ୍ଜିନ୍ ସରକାର ଫେଲ୍ ମାରିଛି, ନାରୀ ହିଂସାରେ ଓଡ଼ିଶା ଦେଶରେ ଅଲୋଡ଼ା ରେକର୍ଡ କରିଛି।ମହିଳା ସଂରକ୍ଷଣ ନାଁରେ ବିଜେପି ମା` ମାନଙ୍କୁ ଙ୍କୁ ଭୁଆଁ ବୁଲାଉଥିବା କହିଥିଲେ ବିଜେଡି ମହିଳା ନେତ୍ରୀ ।ମହିଳାଙ୍କ ସହ ବିଜେପିର ଛଳନାର ଜବାବ ଓଡିଶାର ମା ଭଉଣୀ ମାନେ ନିଶ୍ଚିତ ଭାବେ ଦେବେ ବୋଲି କହିଛନ୍ତି ବିଜେଡି ନେତ୍ରୀ ଡଃ ରଞ୍ଜିତା ସାହୁ ।ମହିଳାଙ୍କ ଅଧିକାର ଏବଂ ସମ୍ମାନ ପାଇଁ ବିଜେପି ସରକାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିବା ପାଇଁ ସେ ଆହ୍ବାନ ଦେଇଛନ୍ତି। ମହିଳାଙ୍କୁ ୩୩% ସଂରକ୍ଷଣ ଦେବାରେ ବିଜେପି ସରକାର ବିଫଳ ଏବଂ ନାରୀ ନିର୍ଯାତନାକୁ ରୋକିବାରେ ଅସମର୍ଥ ରାଜ୍ୟ ବିଜେପି ସରକାର।ବରିଷ୍ଠ ବିଜେଡି ନେତା ହରପ୍ରସାଦ ସାହୁ, ପୂର୍ବତନ କୋଦଳା ନଗରପାଳିକା ସୁନୀତାପ୍ରଭା କବିସୂର୍ଯ୍ୟନଗର ବିଜେଡି ନଗର ସଭାପତି ଭଗବାନ ସ୍ବାଇଁ, କୋଦଳା ନଗର ବିଜେଡି ସଭାପତି ଭାସ୍କର ପଳତା, ବେଗୁନିଆପଡ଼ା ବ୍ଳକ ବିଜେଡି ସଭାପତି ମହେଶ୍ବର ଭୂୟାଁଙ୍କ ସମେତ ବହୁ ସଂଖ୍ଯାରେ ବିଜେଡ଼ି ନେତା, ନେତ୍ରୀ ଓ କର୍ମୀ ଉପସ୍ଥିତ ଥିଲେ। 

News Comment

You Might Also Like

BACK TO TOP