Breaking News

ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||     

ଟ୍ରେନ ଧକ୍କାରେ ବୋଲେରା ର ସମ୍ମୁଖ ଭାଗ ସମ୍ପୂର୍ଣ ନଷ୍ଟ |

23-May-2026

ଟ୍ରେନ ଧକ୍କା ରେ ବୋଲେରୋ  ଦୁର୍ଘଟଣା,

ଓଡିଶା ଜନ ମତ ବ୍ୟୁରୋ,

ମାଳବାହି ଟ୍ରେନ ଧକ୍କାରେ ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ବତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି।  ଟ୍ରେନ ଧକ୍କାରେ ଏକ ବୋଲେରୋ ଗାଡ଼ି ସମ୍ପୂର୍ଣ ରୂପେ ଚୁରମାର ହୋଇଯାଇଛି।ମିଳିଥିବା ସୂଚନା ଅନୁଯାୟୀ, ଆଦାନୀ ଫାଉଣ୍ଡେସନ ଦ୍ବାରା ପରିଚାଳିତ ଏହି ସ୍ବତନ୍ତ୍ର ରେଳ ଲାଇନଟି ମାଲ ପରିବହନ ନିମନ୍ତେ ବ୍ୟବହାର କରାଯାଏ। ଆଜି ଏହି ପଥ ଦେଇ ଏକ ମାଲବାହୀ ଟ୍ରେନ ଯାଉଥିବା ସମୟରେ ସେଠାରେ ଥିବା ବୋଲେରୋ ଗାଡ଼ିଟିକୁ ଶକ୍ତ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରଦାର ଥୂଲା ଯେ ଗାଡ଼ିଟିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।ତେବେ ଟ୍ରେନଟି ମାଲ ନେଇ କେଉଁଠାରୁ କେଉଁ ସ୍ଥାନକୁ ଯାଉଥିଲା, ସେ ନେଇ ସଠିକ୍ ସୂଚନା ମିଳିପାରି ନାହିଁ। ଦୁର୍ଘଟଣାଗ୍ରସ୍ତ ବୋଲେରୋ ଗାଡ଼ିଟି କମ୍ପାନୀର ବୋଲି ପ୍ରାଥମିକ ଭାବେ ଅନୁମାନ କରାଯାଉଛି। ଏହି ସମ୍ପର୍କରେ ଅଧିକ ସୂଚନା ପାଇଁ କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେମାନଙ୍କ ତରଫରୁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ମିଳିନାହିଁ। ତେବେବୋଲେରା ଗାଦିରେ କୌଣସି ବ୍ୟକ୍ତି ବସି ନଥିଲେ  କେବଳ  ବୋଲର ଟି ଥିଲା  |

News Comment

You Might Also Like

BACK TO TOP