Breaking News

ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||     

ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ ପରେ ରାଜ୍ୟରେ ଏସପି ଙ୍କ ବଦଳି, ଗଞ୍ଜାମ ଏସପି ହେଲେ ହରିଶ ବି, ସି |

23-May-2026

*ଗଞ୍ଜାମ ଏସପି ଶୁଭେନ୍ଦୁ ପାତ୍ରଙ୍କ ବଦଳି ପରେ , ହରିଶ ବି.ସି ନେଲେ ଗଞ୍ଜାମଏସପି ଦାୟିତ୍ୱ*,

   ଓଡିଶା ଜନ ମତ ବ୍ୟୁରୋ ,

ଗଞ୍ଜାମ ଜିଲ୍ଲା ସହିତ ସମଗ୍ର ଜିଲ୍ଲା ରେ  ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହେବା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡ଼ିଜି,  ଆଇଜି,ଙ୍କୁ ନେଇ ଓଡିଶା ରେ ବିପର୍ଯୟ ଆଇନ ଶୃଙ୍ଖଳା ରେ ସୁଧାର ଆଣିବାକୁ ଚିନ୍ତାକରି ଉଚ୍ଚ ପଦସ୍ତ ପୋଲିସ ଅଧିକାରୀ ଙ୍କ ସାହିତ ଏକ ବୈଠକ କରି ଅଧିକାଂଶ ଜିଲ୍ଲା ର ଏସପି ମାନଙ୍କୁ ବଦଳି କରାଯାଇଛି | ସେମଧ୍ୟରେ ଗଞ୍ଜାମ ଏସପି ଥିବା  ଶୁଭେନ୍ଦୁ ପାତ୍ରଙ୍କୁ ବଦଳି କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ଆଦେଶ ଅନୁସାରେ ନୂତନ ଗଞ୍ଜାମ ଏସପି ଭାବେ ହରିଶ ବି.ସିଙ୍କୁ ନିଯୁକ୍ତି ଦିଆଯାଇଛି।
ନୂତନ ଏସପି ଭାବେ ହରିଶ ବି.ସି ଦାୟିତ୍ୱ ଗ୍ରହଣ କରିଥିବା ସୂଚନା ମିଳିଛି। ଜିଲ୍ଲାରେ ଆଇନ ଶୃଙ୍ଖଳା ସୁଧାର ଏବଂ ଅପରାଧ ନିୟନ୍ତ୍ରଣକୁ ପ୍ରାଥମିକତା ଦିଆଯିବ ବୋଲି ପ୍ରଶାସନ ପକ୍ଷରୁ ଏସ ପି ଶ୍ରୀ ହରିଶ ଙ୍କୁ ଦାୟିତ୍ୱ ଭାର ପ୍ରଦାନ କରାଯାଇଛି | ତେବେ ହରିଶ ବି ସି ଏସପି ଦାଇତ୍ୱ ନେଲାପରେ ନିଶ୍ଚିତ ଆଇନ ଶୃଙ୍ଖଳା ରେ  ପରିବର୍ତ୍ତନ ଆସିବ ବୋଲି ସମସ୍ତେ ଆସିବାଦୀ ଅଛନ୍ତି |

News Comment

You Might Also Like

BACK TO TOP