Breaking News

ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||     

କିଶୋର ପଳେଇବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ରେ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ||

24-May-2026

କିଶୋର ପଲେଇ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ।

ଓଡିଶା ଜନ ମତ, ବିକାଶ କୁମାର ସାହୁ,,

ଖଲ୍ଲିକୋଟ ୨୪-୫-୨୦୨୬ :----

 ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଲଙ୍ଗଳେଶ୍ବର ସ୍ଥିତ କିଶୋର ପଲେଇ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ  ଖଲ୍ଲିକୋଟ ବିଜେପି ପକ୍ଷରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର  ଅନୁଷ୍ଠିତ ହୋଇ ଯାଇଛି। ଯୁବପିଢ଼ୀଙ୍କ ମଧ୍ୟରେ ସେବାଭାବ ଓ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏହି ଶିବିର ଆୟୋଜିତ ହୋଇଥିଲା।ଏହି ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ଅଞ୍ଚଳର ବହୁ ଯୁବକ ଓ ସମାଜସେବୀ ସାମିଲ ହୋଇ ରକ୍ତଦାନ କରିଥିଲେ । ରବିବାରେ  ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ କରି ଶିବିରର ଶୁଭାରମ୍ଭ କରିଥିଲେ । ନିଜ ଉଦ୍ବୋଧନରେ ସେ କହିଥିଲେ ଯେ, ରକ୍ତଦାନ କେବଳ ଏକ ଦାନ ନୁହେଁ, ଏହା ହେଉଛି ଜୀବନଦାନ । ଜରୁରୀ ସମୟରେ ଗୋଟିଏ ୟୁନିଟ୍ ରକ୍ତ କାହାର ଜୀବନ ବଞ୍ଚାଇ ପାରେ ବୋଲି ସେ କହିବା ସହ ଯୁବପିଢ଼ୀଙ୍କୁ ନିୟମିତ ରକ୍ତଦାନ ପାଇଁ ଆଗେଇ ଆସିବାକୁ ଆହ୍ୱାନ ଦେଇଥିଲେ ।  ଏହି ରକ୍ତ ଦାନ ଶିବିର ରେ ୬୫ ୟୁନିଟ ବ୍ଲଡ଼ ସଂଗ୍ରହ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ଯୁବ ବିଜେପି ନେତା  କାଳୁରାମ ମହାରଣା, ମନୋଜ କୁମାର ପ୍ରଧାନ, ଶ୍ରୀକାନ୍ତ ମଲ୍ଲିକ, ବରିଷ୍ଠ ନେତା ପଦ୍ମ ଚରଣ ସୁବୁଦ୍ଧି,, ମଣ୍ଡଳ ସଭାପତି ମିଟୁ ସ୍ୱାଇଁ ଓ ପଙ୍କଜ ମାଝୀଙ୍କ ସହ ସ୍ଥାନୀୟ ସ୍ୱେଚ୍ଛାସେବୀ ଏବଂ ମେଡିକାଲ ଟିମ୍ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP