Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ଚନ୍ଦ୍ରପୁର ବ୍ଲକରେ ଜିଲ୍ଲପାଳ ଙ୍କ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ |

25-May-2026

ଚନ୍ଦ୍ରପୁର ବ୍ଲକରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମବନୁଷ୍ଠିତ

ଓଡିଶା ଜନମତ ରାୟଗଡ, ୨୫/୦୫,

କାମେଶ୍ୱର କରକରିଆ:- ----

ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଡିଂ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଗୁଣପୁର ଉପ ଜିଲ୍ଲାପାଳ ଶ୍ରୀ ଦୁଧାଲ ଅଭିଷେକ ଦିଲ୍ଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ବାସ୍ଥ୍ୟ ଅଧୂକାରୀ, ବନ ବିଭାଗ ଅଧୂକାରୀ, ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ , ତହସିଲଦାର ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ । ଆଜି ମୋଟ ୧୫ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥ୍ ମଧ୍ୟରୁ ୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୬ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା । ସ୍ବାସ୍ଥ୍ୟଗତ ୨ ଟି ଦରଖାସ୍ତ ଗ୍ରହଣ କରି ଦୁଇ ଜଣଙ୍କୁ ୪୦,୦୦୦ ଟଙ୍କାର ଆର୍ଥିକ ସାହାଯ୍ୟ ଦେଇ ଥିଲେ । ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମିଜମା, ପାରିବାରିକ ସମସ୍ୟା,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଜିଲ୍ଲା କୃଷି ଅଧୂକାରୀ, ଅତିରିକୁ ଯୋଗାଣ, ଜିଲ୍ଲା ସମାଜ ମଙ୍ଗଳ ଅଧୂକାରୀ, ମଧ୍ୟମ ଜଳସେଚନ ଅଧୂକ୍ଷଣ ଯନ୍ତ୍ରୀ, ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି ନିର୍ବାହୀ ଯନ୍ତ୍ରୀ, ଟାଟା ପାୱାର ସହକାରୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଓ ଅନ୍ୟାନ୍ୟ ଜିଲ୍ଲା ସୁରିୟ, ଅଧୂକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧୂକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ।

News Comment

You Might Also Like

BACK TO TOP