Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ବେଗୁନିଆପଡା ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ |

25-May-2026

ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ  ଶିବିର ଅନୁଷ୍ଠିତ,

 ଓଡିଶା ଜନ ମତ,କୋଦଳା, ସୂର୍ଯ୍ୟ ନାରାୟଣ ବଡୁ:----

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ସାନ ଉସ୍ତାପଡ଼ା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି,ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିରଞ୍ଜନ ବେହେରା , ସରପଞ୍ଚ ସନ୍ତୋଷ କୁମାର ସ୍ବାଇଁ  ଙ୍କ ଅଧକ୍ଷ ତା ରେ ସକାଳ ୭ଘଣ୍ଟା ଠାରୁ ଅଭିଯୋଗ ଶୁଣାଣି ଆରମ୍ବ ହୋଇ 11ଟା ରେ ଶେଷ ହୋଇଥିଲା ,ଏଥିରେ କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ବଡ଼ତ୍ୟା ଗ୍ରାମ୍ୟ ଉର୍ଣ୍ଣୟନ ସହକାରୀ ଯନ୍ତ୍ରୀ ଭି ଶଙ୍କର ରାଓ,ବି ଭି ଓ ଭବାନୀ ଶଙ୍କର ତ୍ରିପାଠୀ,ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ର ନାରାୟଣ ସାହୁ ପି ଇ ଓ ଦୁର୍ଗା ପ୍ରସାଦ ପଣ୍ଡା , ଏ ଡ଼ି ଓ ପପୁନ କୁମାର ପ୍ରଧାନ , ଯୋଗାଣ ସହାୟକ ରଚନା ଗୌଡ଼, ଜଳ ଓ ପରିମଳ ସହକାରୀ ଯନ୍ତ୍ରୀ ମମତା ପଣ୍ଡା, ଶୁଭଶ୍ରୀ ମହାରଣା ,ଯୋଗାଣ ଅଧିକାରୀ ବାଦଲ ବେହେରା ,କୃଷି ଅଧିକାରୀ ରାମଲାଲ ସମଦ , ବି ପି ସି ଚନ୍ଦ୍ର ଶେଖର ବେହେରା,  ସହକାରୀ ଉଦ୍ୟାନ ଅଧିକାରୀ ସୁଭାଶିଷ ପାତ୍ର, ରହି  ଅଭିଯୋଗ ଶୁଣାଣୀ କରିଥିଲେ ।  ବ୍ଲକ କର୍ମଚାରୀ, ପଂଚାୟତ କର୍ମଚାରୀ  ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।ଏଥିରେ ମୋଟ ୮ଗୋଟି ଅଭିଯୋଗ ହୋଇଥିଲା ବେଳେ ସେଥିମଧ୍ୟରୁ ରାସନ କାର୍ଡ ୩ଟି ଭତା ୪ ଗୋଟି ସୁଭଦ୍ରା ୧ଗୋଟି ର ଅଭିଯୋଗକୁ ଶୁଣାଣି କରି ନିର୍ଧାରିତ ବିଭାଗକୁ ସମାଧାନ ପାଇଁ ପଦକ୍ଷେପ ନେବାକୁ ସୁପାରିଶ କରିଥିଲେ ବେଗୁନିଆପଡ଼ା ଅତିରିକ୍ତ ଗୋଷ୍ଠୀ ଉର୍ଣ୍ଣୟନ ଅଧିକାରୀ ନିରଞ୍ଜନ ବେହେରା । 

News Comment

You Might Also Like

BACK TO TOP