Breaking News

ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||     

ପୋଲସରା ରେତିନିଦିନ ଧରି ପୋଷଣ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ |

26-May-2026

ପୋଲସରାରେ ତିନି ଦିବସୀୟ ପୋଷଣ ପ୍ରଶିକ୍ଷଣ ଶିବିର।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା ୨୬.୫.୨୦୨୬ :- -----

ପୋଲସରା ବ୍ଲକ ସିଡ଼ିପିଓ କାର୍ଯ୍ୟାଳୟ ପକ୍ଷରୁ ପୌରପରିଷଦର ୧୯ ନଂ ୱାର୍ଡ ସ୍ଥିତ ମାତୃଶକ୍ତି କଲ୍ୟାଣ ମଣ୍ଡପଠାରେ ଚାଲିଥିବା ତ୍ରି-ଦିବସୀୟ ପୋଷଣ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ସିଡ଼ିପିଓ ତିଳୋତମା ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଅଙ୍ଗନବାଡ଼ିରେ ପଢୁଥିବା ୬ ବର୍ଷରୁ କମ୍ ଶିଶୁମାନଙ୍କୁ ସରକାରଙ୍କ ନିୟମ ଅନୁଯାୟୀ ଆବଶ୍ୟକତା ଅନୁପାତରେ ବିଭିନ୍ନ ପ୍ରକାର ପୌଷ୍ଟିକ ଖାଦ୍ୟ ସହିତ ‘ପୋଷଣ ଭି, ପଢ଼ାଈ ଭି’ ଅଭିଯାନ ଉପରେ  ପୁଙ୍ଖାନୁପୁଙ୍ଖ ଏବଂ ପ୍ରାଞ୍ଜଳଭାବେ ପ୍ରଶିକ୍ଷଣ ଦିଆଯାଇଥିଲା। ଏହି  ଅବସରରେ ବିଭିନ୍ନ ପ୍ରକାର ପୃଷ୍ଟିକର ଖାଦ୍ୟ ଏବଂ ଖେଳନା ସାମଗ୍ରୀ ପ୍ରଦର୍ଶନ କରାଯାଇଥିଲା। ଅଞ୍ଚଳ ପରିଦର୍ଶିକା ସୁରଭି କୁମାରୀ  ଦାସ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ସବିତା ଶବର ଜୟନ୍ତୀ ସାବତ, ମୁକ୍ତା ଦେବୀ ପ୍ରମୁଖ ଅଞ୍ଚଳ ପରିଦର୍ଶିକା ଏବଂ ପୋଷଣ ବ୍ଲକ ସଂଯୋଜକ ଅବିନାଶ ଚୌଧୁରୀଙ୍କ ସମେତ ସଭାନେତ୍ରୀ ଜ୍ୟୋତ୍ସ୍ନାରାଣୀ ମିଶ୍ର ଓ ସମ୍ପାଦିକା ରାଜଲକ୍ଷ୍ମୀ ମହାପାତ୍ର ପ୍ରମୁଖ ସହଯୋଗ କରିଥିବାବେଳେ ୭ ଗୋଟି ସେକ୍ଟରର ସମସ୍ତ ଅଙ୍ଗନବାଡ଼ି କର୍ମୀମାନେ ଯୋଗଦେଇ ତାଲିମ ଗ୍ରହଣ କରିଥିଲେ। ଶେଷରେ ସିଡ଼ିପିଓ ସମସ୍ତଙ୍କୁ  ଆନ୍ତରିକ ଧନ୍ୟବାଦ୍ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP