Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

କଲଭର୍ଟ କାମରେ ଅନିୟମିତତା ନେଇ ଅଞ୍ଚଳ ବାସି ତଦନ୍ତ ଦାବିକଳେ |

27-May-2026

କଲଭର୍ଟ କାମରେ ଅନିୟମିତତା, ତଦନ୍ତ ଦାବି କଲେ ଅଞ୍ଚଳବାସୀ,

ଓଡିଶା ଜନମତ | ରାୟଗଡା, ୨୬/୦୫,

କାମେଶ୍ୱର କରକରିଆ, 

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ଚାଲିଥିବା ଗ୍ରାମ୍ୟ ଉନ୍ନୟନ (ଆରଡି) ବିଭାଗର ରାସ୍ତା ଓ କଲଭର୍ଟ ନିର୍ମାଣ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ଉଠିଛି। ବିଶେଷ କରି ପାର୍ସାଲି ପଞ୍ଚାୟତରେ ନିମ୍ନମାନର କାମ ହେଉଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।ସୂଚନା ଅନୁଯାୟୀ, ପାର୍ସାଲି ପଞ୍ଚାୟତର ଚାଟିକଣାରୁ କୃଷମୁହିଁକୁ ସଂଯୋଗ କରୁଥିବା ୩ କିଲୋମିଟରରୁ ଅଧିକ ରାସ୍ତାରେ ୪ଟି କଲଭର୍ଟ ନିର୍ମାଣ କାମ ଚାଲିଛି। ତେବେ ସରକାରୀ ଗାଇଡଲାଇନକୁ ଅଣଦେଖା କରି ମେଟାଲ ଓ କଂକ୍ରିଟ ବେଡ୍ ନକରି ସିଧାସଳଖ ମାଟି ଉପରେ ପାଇପ୍ ପକାଯାଉଥିବା ଅଭିଯୋଗ ହୋଇଛି। କାମକୁ ତଡ଼ଘଡ଼ିରେ ସାରିବା ପାଇଁ ଠିକାଦାର ଏଭଳି କରୁଥିବା କୁହାଯାଉଛି।ଅଞ୍ଚଳବାସୀଙ୍କ କହିବା ଅନୁସାରେ, କଂକ୍ରିଟ ବେଡ୍ ବିନା ନିର୍ମାଣ ହେଉଥିବାରୁ ଆଗାମୀ ଦିନରେ କଲଭର୍ଟ ଦବିଯିବା ସହ ବଡ଼ ଧରଣର ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ସେଥିପାଇଁ ସମ୍ପୃକ୍ତ ଠିକାଦାରଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ସହ ପୂର୍ବରୁ ପକାଯାଇଥିବା ପାଇପ୍ ବାହାର କରି ପୁନର୍ବାର ନିୟମାନୁଯାୟୀ କଂକ୍ରିଟ କାମ କରାଯାଉ ବୋଲି ଦାବି ହେଉଛି। ଏନେଇ ଆରଡି ବିଭାଗର ଯନ୍ତ୍ରୀ ରମେଶ ନାଏକଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ଘଟଣାର ଯାଞ୍ଚ କରାଯିବ ଏବଂ କାର୍ଯ୍ୟରେ ତ୍ରୁଟି ମିଳିଲେ ଆବଶ୍ୟକୀୟ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

News Comment

You Might Also Like

BACK TO TOP