Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ଆତ୍ମାର ଅଧକ୍ଷ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା,

27-May-2026

ପୁରୁଷୋତ୍ତମପୁର ବ୍ଲକ କୃଷି ବୈଷୟିକ କମିଟିର ଆତ୍ମା ନିବାଚନ  ଅନୁଷ୍ଠିତ,

.(ସର୍ବ ସମ୍ମତି କ୍ରମେ ଅରୁଣ ପଣ୍ଡା ହେଲେ  ଅଧକ୍ଷ  |

ଓଡିଶା ଜନ ମତ ବ୍ୟୁରୋ,

ପୁରୁଷୋତ୍ତମପୁରବ୍ଳକ କୃଷି ବୈଷୟିକ କମିଟି ର  ଆତ୍ମା ର ଅଧକ୍ଷ ନିର୍ବାଚନ ଆତ୍ମା ଅଫିସ ଗୃହରେ ଅନୁଷ୍ଠିତ ହୋଈ ଯାଇଛି | ଏଥିରେ ମୋଟ ୨୨ଜଣ ସଭ୍ୟ ମଧ୍ୟରୁ 21 ଜଣ ଅଂଶ ଗ୍ରହଣ କରିଥିବା ବେଳେ ସଭାଧ୍ୟକ୍ଷ ଅରୁଣ କୁମାର ପଣ୍ଡା ଅଧ୍ୟକ୍ଷ ପଦବୀ ରେ ଏକମାତ୍ର ପ୍ରାର୍ଥୀ ହୋଇଥିଲେ। ଏବଂ ସେ ନିର୍ଦ୍ୱନ୍ଦ୍ୱ ରେ  ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ଏହି 20 ଜଣ ସଭ୍ୟ ଙ୍କ ସହିତ ସମାଜସେଵୀ ତଥା ଯୁବ ନେତା ନିର୍ମଳ ଚନ୍ଦ୍ର ସାହୁ, ବ୍ଳକ କୃଷି ଅଧିକାରୀ ଶୁଭଦର୍ଶିନୀ ବେହେରା, ପ୍ରାଣୀସମ୍ପଦ ଅଧିକାରୀ ମନୋଜ କୁମାର ଶତପଥୀ, ଉଦ୍ୟାନ ଅଧିକାରୀ କୃଷ୍ଣ ଚନ୍ଦ୍ର ମହାନ୍ତି ସହ ଅନ୍ୟାନ୍ୟ କୃଷକମାନେ ଖୁସି ବ୍ୟକ୍ତ କରିଛନ୍ତି।ଏହି ଅବସରରେ କୃଷକମାନେ ନବନିର୍ବାଚିତ ଅଧ୍ୟକ୍ଷଙ୍କୁ ପୁଷ୍ପ ଗୁଚ୍ଛ ଓ ଉତ୍ତରୀୟ ଦେଈ ସ୍ୱାଗତ ଓ ଶୁଭେଚ୍ଛା ଜଣାଇଥିଲେ।ଏହାସହ କୃଷକ ବିକାଶ ଧାରାକୁ ସମସ୍ତ ପ୍ରକାରର ସହଯୋଗ ଯୋଗାଇବାକୁ ନୂତନ ଅଧ୍ୟକ୍ଷ ପ୍ରତିଶ୍ରୁତି ଦେଇଛନ୍ତି | ଦୀର୍ଘ ଦିନ ପରେ ଆତ୍ମା ଅଧକ୍ଷ ନିର୍ବାଚନ ହୋଇଥିବାରୁ ଆତ୍ମାର  ସଦସ୍ୟ ଙ୍କ ମନରେ ଅଫୁରନ୍ତ ଖୁସି ଦେଖା ଦେଇଛି  | ଜଣେ ସଦସ୍ୟ ଅନୁପସ୍ଥିତ ଥିଲେ |

News Comment

You Might Also Like

BACK TO TOP