Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ପୋଲସରା ପଞ୍ଚାୟତ ସମିତି ର 11 ତମ ସାଧାରଣ ବୈଠକ ଅନୁଷ୍ଠିତ |

27-May-2026

ପୋଲସରା ପଞ୍ଚାୟତ ସମିତିର ଏକାଦଶତମ ସାଧାରଣ ବୈଠକ, 

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା
 ତା ୨୭ / ୦୫ /୨୦୨୬ :----

 ପୋଲସରା ପଞ୍ଚାୟତ ସମିତିର ଏକାଦଶତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା । ଅଧ୍ୟକ୍ଷା କଳ୍ପନା ପ୍ରଧାନଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସଭାଗୃହରେ ଆୟୋଜିତ ବୈଠକଟିକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶମ୍ଭୁଭୂଷଣ ମହାପାତ୍ର ପରିଚାଳନା କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ତଥା ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ ନିକଟରେ ବ୍ଲକ ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡ଼ା, ସା°ସଦ ବ୍ଲକ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ,୩୮  ନଂ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ବିଷୋୟୀ ଓ ୩୯ ନଂ ଜିଲ୍ଲା ପରିଷଦ ସଭ୍ୟା ଝୁନୁ ଦାସ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ବିଡ଼ିଓ ସମସ୍ତଙ୍କୁ ସ୍ଵାଗତ କରିବା ସହିତ ଗତ ବୈଠକର ବିବରଣୀ ପାଠନ  ଏବଂ ଦୃଢୀକରଣ ଉପରେ ଆଲୋକପାତ କରିଥିଲେ ।ଏହି ଅବସରରେ ସରକାରଙ୍କ ବିକଶିତ ଗାଁ ବିକଶିତ ଓଡ଼ିଶା (୨୦୨୬-୨୭) ଆର୍ଥିକ ବର୍ଷ ବିଭିନ୍ନ ପ୍ରକଳ୍ପ ସମ୍ବନ୍ଧୀୟ ଆଲୋଚନା, ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଓ ଅନ୍ୟାନ୍ୟ ଉନ୍ନୟନ ବିଷୟ, ଗ୍ରାମୀଣ ପାନୀୟ ଜଳ ଯୋଗାଣ ଓ ଅଂଶୁଘାତ ନିରାକରଣ, ବିଦ୍ୟୁତ ବିଭାଗ କାର୍ଯ୍ୟକାରିତା ସହିତ ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା କରାଯାଇଥିଲା । ପରେ ବିଧାୟକ ତଥା ମନ୍ତ୍ରୀ ମହୋଦୟ ଉକ୍ତ ସମସ୍ତ ବିଷୟ ପଙ୍ଖାନୁପୁଙ୍ଖ ଭାବେ ବୁଝିବା ସହ  ଆବଶ୍ୟକ ନିର୍ଦ୍ଦେଶ ଦେଇ ଲୋକଙ୍କ ସମସ୍ୟାଗୁଡ଼ିକୁ ସମାଧାନ କରିବାକୁ ବିଡ଼ିଓ ଏବଂ ଉପସ୍ଥିତ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥିସହ ସରକାରଙ୍କ ବିଭିନ୍ନ ଜନହିତକର କାର୍ଯ୍ୟଗୁଡ଼ିକ ଉପରେ ଆଲୋକପାତ କରିଥିଲେ । ଶେଷରେ ବିଡ଼ିଓ ମହୋଦୟ ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP