Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ଓ ପି ଏସ ସି ପରୀକ୍ଷାରେ 38 ସ୍ଥାନ ରଖି ପୋଲସରା ପାଇଁ ଗର୍ବ ଆଣିଲେ କସ୍ତୁରୀ |

27-May-2026

ପୋଲସରା ପାଇଁ ଗୌରବ ଆଣିଲେ କସ୍ତୁରୀ ଓପିଏସସି ରେ ୩୮ ସ୍ଥାନ |

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା
ପୋଲସରା  ୨୬/୦୫/୨୬: ପୋଲସରା ପାଇଁ ଗୌରବ ଆଣିଲେ କସ୍ତୁରୀ ଆଚାରୀ। ଚଳିତ ୨୦୨୬ ଓଡିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଏସ  ପରୀକ୍ଷାରେ ୩୮ ରେଙ୍କ ରଖି  କୃତକାର୍ଯ୍ୟ ହୋଇଛନ୍ତି। କସ୍ତୁରୀ ଆଚାରୀ ହେଉଛନ୍ତି ଗଂଜାମ ଜିଲ୍ଲା ପୋଲସରା  ମ୍ୟୁନିସିପାଲିଟି ସ୍ଥିତ ବ୍ରାହ୍ମଣ ସାହିର ଅବସାର ପ୍ରାପ୍ତ ରାଜସ୍ୱ ବିଭାଗ କର୍ମଚାରୀ ଡି କାମରାଜୂ ଅଚାରୀଙ୍କ ପୁତ୍ରବଧୂ ତଥା ବର୍ତ୍ତମାନ ପୋଲସରା ଅଞ୍ଚଳର କାର୍ଯ୍ୟରତ ସାମ୍ବାଦିକ ଡି ଜ୍ୟୋତି ରଞ୍ଜନ ଅଚାରୀଙ୍କ ଧର୍ମପତ୍ନୀ। ନିଜର କଠିନ ପରିଶ୍ରମ ଓ ଚେଷ୍ଟା ବଳରେ ଦ୍ଵିତୀୟ ଥର ପାଇଁ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି ବୋଲି କସ୍ତୁରୀ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି। ତାଙ୍କର ଏଭଳି ସଫଳତାରେ ପୋଲସରା ଅଞ୍ଚଳର ବିଭିନ୍ନ ମହଲରୁ ଅଭିନନ୍ଦନ ଓ ଶୁଭେଚ୍ଛାର ଶୁଅ ଛୁଟିଛି।

News Comment

You Might Also Like

BACK TO TOP