Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ବାଲିଗୁଡା ବସଷ୍ଟାଣ୍ଡ ରେ ବର୍ଷା ଯୋଗୁଁ ଡ୍ରେନ ଯାମ ଯୋଗୁଁ ଲହଡି ମାରୁଛି ପାଣି ଯାତାୟତ ରେ ଅସୁବିଧା |

27-May-2026

ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷା ପାଣି, ଡ୍ରେନ ଜାମ ଯୋଗୁଁ ଜନଜୀବନ ପ୍ରଭାବିତ

ଓଡିଶା ଜନମତ,ବାଲିଗୁଡା, ତା, ୨୭/୦୫,

ସଞ୍ଜୟ କୁମାର ପାଣିଗ୍ରାହୀ): ----

କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳରେ ବୁଧବାର ସନ୍ଧ୍ୟା ସମୟରେ ପ୍ରାୟ ଏକ ଘଣ୍ଟା ଧରି ପ୍ରବଳ ବର୍ଷା ସହ ଘଡଘଡି ଓ ବିଜୁଳି ମାରିଥିବା ଦେଖିବାକୁ ମିଳିଥିଲା। ହଠାତ୍ ଆରମ୍ଭ ହୋଇଥିବା ଏହି ବର୍ଷାରେ ବାଲିଗୁଡା ବସଷ୍ଟାଣ୍ଡ ଅଞ୍ଚଳ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇପଡ଼ିଥିଲା। ବସଷ୍ଟାଣ୍ଡରେ ଥିବା ଡ୍ରେନ କୁ ଏନ ଏ ସି ନିୟମିତ  ସଫା କରୁ ନ ଥିବାରୁ ଜାମ ହୋଇ ବର୍ଷା ପାଣି ଠିକ ଭାବେ ନିଷ୍କାସନ ହୋଇପାରୁ ନାହିଁ । ଫଳରେ ରାସ୍ତା ଉପରେ ପାଣି ଲହଡ଼ି ମାରୁଥିବା ଦେଖାଯାଇଥିଲା। ଏହା ଯୋଗୁଁ ଯାତ୍ରୀ, ବ୍ୟବସାୟୀ ଓ ସାଧାରଣ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। କେତେକ ସ୍ଥାନରେ ଗାଡ଼ି ଚଳାଚଳ ମଧ୍ୟ ବାଧାପ୍ରାପ୍ତ ହୋଇଥିବା ଦେଖିବାକୁ ମିଳିଥିଲା। ପରେପରେ  ସ୍ଥାନୀୟ ଲୋକମାନେ ଡ୍ରେନ ସଫା କରି ପାଣି ନିଷ୍କାସନ ପାଇଁ ପଦକ୍ଷେପ ନେଇଥିଲେ। ତେବେ ବର୍ଷା ଋତୁ ଆସୁଥିବାରୁ ବାଲିଗୁଡା ସହରର ଡ୍ରେନ ବ୍ୟବସ୍ଥାକୁ ନେଇ ସାଧାରଣରେ ଚିନ୍ତା ପ୍ରକାଶ ପାଇଛି। ଆଗାମୀ ଦିନରେ ଏପରି ପରିସ୍ଥିତି ଏଡ଼ାଇବା ପାଇଁ ପ୍ରଶାସନ କେମିତି ପଦକ୍ଷେପ ନେଉଛି, ତାହାକୁ ନେଇ ସମସ୍ତଙ୍କ ନଜର ରହିଛି।

News Comment

You Might Also Like

BACK TO TOP