Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ଓ ପି ଏସ ସିପରୀକ୍ଷାରେ ପୁରୁଷୋତ୍ତମପୁର ବ୍ଳକ ପାଇଁ ଗର୍ବ ଆଣିଛନ୍ତି ଅଲାଡିଗାଁର ସନ୍ତୋଷିନୀ |

27-May-2026

ପ୍ରଥମ ଥର କରି ପୁରୁଷୋତ୍ତମ

ପୁର ବ୍ଲକରେ ଓ ପି ଏସ ସି ପରୀକ୍ଷାରେ ସଫଳତା ପାଇଛନ୍ତି
ଆଲାଡୀଗାଁ ର ସନ୍ତୋଷିନୀ  |

   ଓଡିଶା ଜନ ମତ ବ୍ୟୁରୋ,

ପୁରୁଷୋତ୍ତମପୁର ବ୍ଲକ୍ ଅନ୍ତର୍ଗତ

କେ ଏନ ପୁର ପଞ୍ଚାୟତ ଅନ୍ତର୍ଗତ ଅଲାଡ଼ି ଗାଁ ର ଗେଲ୍ଲୀ ଝିଅ ସନ୍ତୋଷୀନି ପାତ୍ର *ଓପିଏସସି* ରେ ୧୬୭ ତମ ସ୍ଥାନ ପ୍ରାପ୍ତ କରି

ଥିବାରୁ ତାଙ୍କୁ ଶୁଭେଚ୍ଛା ଏବଂ ଅଭିନନ୍ଦନ  ଜଣାଇଛନ୍ତି ଗ୍ରାମ

ବାସୀ ଓସମସ୍ତେ  | ଏହା ପୁରୁଷୋତ୍ତମପୁର ମାଟି ପାଈଁ  ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ ଅଟେ । ପ୍ରଥମ ଥର 

କରି ଜଣେ ଝିଅ ବ୍ଳକ ସ୍ତରରେ ଓପିଏସ ସି ପାଇଛନ୍ତି | ଦୃଢ ସଂକଳ୍ପ କଲେ ନାରୀମଧ୍ୟ ଯେକୌଣସି କାର୍ଯ୍ୟରେ ସୁନାମ ଅର୍ଜନ କରିପାରିବ ଏହା ସନ୍ତୋଷୀଙ୍କ ସଫଳତା ଦର୍ଶାଇ ଦେଉଛି। ବହୁବର୍ଷରଅଧ୍ୟବସାୟ, ପରିଶ୍ରମ ଓ ଧୈର୍ଯ୍ୟରଫଳସ୍ବରୂପ ଆଜିତାଙ୍କ  ସଫଳତା ମିଳିଛି |  ଏହି ସଫଳତା ସଂଘର୍ଷର ପ୍ରତ୍ୟେକ ମୁହୂର୍ଭକୁ ସାର୍ଥକ କରି

ଦେଇଛନ୍ତି ତାଙ୍କ ପିତା ମାତା, ଗୁରୁଜନ ଓ ଶିକ୍ଷକ, ଶିକ୍ଷୟତ୍ରୀ ଓ ଗ୍ରାମବାସୀ ମାନେ  | ତେଣୁ ସେ ସମସ୍ତଙ୍କ ପାଖରେ ଚିର ଋଣୀ ବୋଲି ମତ ଦେଇଛନ୍ତି  | ଏହି ସଫଳତାର ବିଷୟ ଶୁଣି ଗର୍ବ ଅନୁଭବ କରିଛନ୍ତି କେ ଏନ ପୁର ସରପଞ୍ଚ  ରାଜ ଲକ୍ଷ୍ମୀ ବେହେରା ଓ ସମିତି ସଭ୍ୟା ଶାରଳା ବେହେରା ଏବଂ ଗ୍ରାମବାସୀଙ୍କ ସହିତ ସମାଜ ସେଵୀ ଏନ  ରାମଚନ୍ଦ୍ର ରେଡ଼ୀ  |  ସମସ୍ତେ  ସନ୍ତୋଷିନୀ ଙ୍କୁ ଅଭିନନ୍ଦନ ଓ   ଶୁଭେଚ୍ଛା ଜଣାଇ ଛନ୍ତି  |

News Comment

You Might Also Like

BACK TO TOP