Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ର ସାମ୍ବାଦିକ, ଗଣ ଯୋଗାଯୋଗ ଦ୍ୱାରା ଏକ କର୍ମଶାଳା ଅନୁଷ୍ଠିତ |

30-Nov-2024

ବ୍ରହ୍ମପୁର  ବିଶ୍ଵବିଦ୍ୟାଳୟ ର ସାମ୍ବାଦିକ ଓ ଗଣ ଯୋଗା ଯୋଗ  ବିଭାଗ ଦ୍ୱାରାଏକ କର୍ମଶାଳା ଅନୁଷ୍ଠିତ  |

         ଓଡିଶା ଜନମତ  ବ୍ୟୁରୋ,

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ 
ସାମ୍ୱାଦିକତା ଓ ଗଣଯୋଗା ଯୋଗ ବିଭାଗ ଦ୍ଵାରା  ବିଶ୍ୱ ବିଦ୍ୟାଳୟ ପରିସରରେ ଏକ କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି ।ଫଟୋଗ୍ରାଫିକୌଶଳ କୁ ବିଷୟବସ୍ତୁ ରଖି ଟିମ୍ ନିକନ୍ ତରଫରୁ ଆସିଥିବା ବିଶେଷଜ୍ଞ ଦେବାଂଶୁ ସିଦ୍ଧାର୍ଥ ପଟ୍ଟନାୟକ, ସନ୍ତୋଷ ବେଜ୍ ଓ ତାଙ୍କ ସାଥୀଙ୍କ ଦ୍ୱାରାଫଟୋ ଗ୍ରାଫିରସାଧାରଣଜ୍ଞାନକୌଶଳ ଓ ନିଜ ପରିସୀମାରୁ ଆଗକୁ ବଢ଼ି ଏଥିରେ କିଛି ଉଲ୍ୟେଖ ନୀୟ ଫଳ ପାଇବାର ରାସ୍ତା ଛାତ୍ରଛାତ୍ରୀମାନଙ୍କ ସାମ୍ନାରେ ଆଲୋକପାତ କରିଛନ୍ତି। ଏହି କର୍ମଶାଳା ସାମ୍ୱାଦିକତା ଓ ଗଣଯୋଗାଯୋଗ ବିଭାଗର ମୁଖ୍ୟ ଡ. ବନ୍ଦିତା କୁମାରୀ ପଣ୍ଡା ଏବଂ ସଂଯୋଜକ  ଅଗ୍ନି କୁମାରବେହେରାଙ୍କତତ୍ଵା ବଧାନରେ ଅନୁଷ୍ଠିତହୋଇଛି। ଏହାକୁ ନେଇ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଉତ୍କଣ୍ଠା ଏବଂ ଜିଜ୍ଞାଷୁ ମନୋଭାବ ଦେଖିବାକୁ ମିଳିଛି।

News Comment

You Might Also Like

BACK TO TOP