Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ମହିଳା ସଂରକ୍ଷଣ ବିଲ ସମର୍ଥନ ରେ ବିଜେପିର ଜନ ଆକ୍ରୋଶ ମହିଳା ସମାବେଶ

29-May-2026

ମହିଳା ସଂରକ୍ଷଣ ବିଲ୍ ସମର୍ଥନରେ ବିଜେପିର ଜନ ଆକ୍ରୋଶ ମହିଳା ସମାବେଶ
ଓଡିଶା ଜନମତ ରାୟଗଡା , 29/05,

କାମେଶ୍ୱର କରକରିଆ :-----

ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ମାଝୀଗୁଡା ମଣ୍ଡଳ ବିଜେପି ପକ୍ଷରୁ ଏକ ବିଶାଳ ‘ଜନ ଆକ୍ରୋଶ ମହିଳା ସମାବେଶ’ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି ଅଜିତ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମଣ୍ଡଳର ପଦାଧିକାରୀ, ବରିଷ୍ଠ କାର୍ଯ୍ୟକର୍ତ୍ତା, ବିଜେପି ସମର୍ଥକ ଓ ଶତାଧିକ ମହିଳା ଯୋଗଦେଇଥିଲେ। ଏହି ସମାବେଶରେ ରାଜ୍ୟ ଜନଜାତି ମୋର୍ଚ୍ଚା ଉପସଭାପତି ବସନ୍ତ ଉଲାକା, ରାଜ୍ୟ ଯୁବ ମୋର୍ଚ୍ଚା ଉପସଭାପତି ଉମେଶ ଖସଲା ଏବଂ କଲ୍ୟାଣସିଂହପୁର ମହିଳା ମୋର୍ଚ୍ଚା ସଭାପତି ଡି. ନୀଳିମା ଅଚାରୀ ପ୍ରମୁଖ ଉପସ୍ଥିତ ରହି ମହିଳା ସଶକ୍ତିକରଣ ଓ ନାରୀଙ୍କ ଅଧିକାର ସମ୍ପର୍କରେ ମତ ପ୍ରକାଶ କରିଥିଲେ। ବକ୍ତାମାନେ କହିଥିଲେ ଯେ, ନାରୀ ଶକ୍ତିର ସମ୍ମାନ ଓ ସଂବିଧାନିକ ଅଧିକାରକୁ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ରର ମୋଦୀ ସରକାର ଆଣିଥିବା ଐତିହାସିକ ‘ମହିଳା ସଂରକ୍ଷଣ ବିଲ୍’କୁ କଂଗ୍ରେସ ସମେତ ଅନ୍ୟାନ୍ୟ ବିରୋଧୀ ଦଳ ବିରୋଧ କରି ମହିଳାଙ୍କ ସ୍ୱାର୍ଥକୁ ଅବହେଳା କରିଛନ୍ତି। ବିଲ୍ ସପକ୍ଷରେ ଭୋଟ ନ ଦେବା ମହିଳାଙ୍କ ଅଧିକାର ପ୍ରତି ବିରୋଧୀଙ୍କ ଅନାଗ୍ରହକୁ ପ୍ରମାଣ କରୁଛି ବୋଲି ସେମାନେ ଅଭିଯୋଗ କରିଥିଲେ। ଏହାକୁ ନେଇ କଲ୍ୟାଣସିଂହପୁର ମଣ୍ଡଳର ଶତାଧିକ ମା’ ଓ ଭଉଣୀମାନେ ରାଜରାସ୍ତାକୁ ଓହ୍ଲାଇ ବିଶାଳ ଶୋଭାଯାତ୍ରା କରିଥିଲେ। ପରେ ରାଜ୍ୟ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ କରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ କାଶପୁତୁଳିକୁ ଚପଲରେ ପିଟି ପ୍ରତିବାଦ ସହ ଦାହ କରାଯାଇଥିଲା।ସେହିପରି ବିରୋଧୀ ଦଳର ମହିଳା ବିରୋଧୀ ନୀତି ବିରୁଦ୍ଧରେ ଜୋରଦାର ସ୍ଲୋଗାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଆଗାମୀ ଦିନରେ ମହିଳାଙ୍କ ହକ ଓ ସମ୍ମାନ ପାଇଁ ଏହି ଲଢ଼େଇ ଜାରି ରହିବ ବୋଲି ସମାବେଶରେ ସଂକଳ୍ପ ଗ୍ରହଣ କରାଯାଇଥିଲା।

News Comment

You Might Also Like

BACK TO TOP