Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ବାଇକ ରେ ଗଞ୍ଜେଇ ଧରି ଯାଉଥିଲା ବେଳେ ମାଡି ବସିଲା ଅବକାରୀ ବିଭାଗ ||

30-May-2026

ବାଇକ ରେ ଗଞ୍ଜେଇଧରି ଯାଉଥିଲା ବେଳେ ଅବକାରୀ ବିଭାଗ ଦ୍ୱାରା ଆସାମୀ ଗିରଫ  |

ଓଡିଶା  ଜନ ମତ ବ୍ୟୁରୋ ,

ଲୋକମାନେ କମ ସମୟ ରେ ଅଧିକ ଅର୍ଥ ରୋଜଗାର ପାଇଁ ବିଭିନ୍ନ ଅପରାଧିକ କାର୍ଯ୍ୟ ରେ ସାମିଲ ହୋଇଥାନ୍ତି  ଏବଂ ଶେଷରେ
ବିଭାଗୀୟ ଅଧିକାରୀ ଙ୍କ ଦ୍ଵାରା ଗିରଫହୋଈଜେଲରେ ଯାଇ ଚକି ପେସନ୍ତି | ଏପରି ଘଟଣା ଦେଖିବାକୁ ମିଳିଛି   ଛେଣ୍ଡିପଦା ବ୍ଲକରେ  |ବାଇକ ଯୋଗେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଗଞ୍ଜେଇ ଚାଲାଣକାରିକୁ ଅବକାରୀ ବିଭାଗ ଗିରଫ କରିବା ସହିତ ଚାଲାଣ ଗଞ୍ଜେଇ ଓ ବାଇକ କୁ ଜବତ କରିଛି ଖବର ଅନୁଯାଇ ଛେଣ୍ଡିପଦା ଅଞ୍ଚଳର ଟୁନା ସାହୁ ଏକ ହୋଣ୍ଡା ୟୁନିକର୍ଣ୍ଣ ବାଇକ ଯୋଗେ ଆଠ କେଜି ଗଞ୍ଜେଇ ସିଟ ଭିତରେ ଭରି ଛେଣ୍ଡି ପଦା ନେଇଥିବା ବେଳେ ଆଠମଲ୍ଲିକ ଅବକାରୀ ବିଭାଗ କୌଣସି ସୂତ୍ରରୁ ଖବର ପାଇ ନିକଟସ୍ଥ ଖେଳ ପଡିଆ ନିକଟରେ ଚାଲାଣକାରିଙ୍କ ବାଇକ ଧରିଥିଲେ ।  ଏବଂ ତାକୁ ବେଲ ନମିଳିବାରୁ କୋର୍ଟ କୁ ଫାରୁଆଡ଼ କରାଯାଇଛି | ଜବତ ସମୟରେ ସବଇନିସ ପେକ୍ଟର ମାଧବେଶ ମାରାଣ୍ଡି, ଏ ଏସଆଇ ସୁରେନ୍ଦ୍ର ପ୍ରଧାନ, ସଂଗ୍ରାମ କେଶରୀ ଦେହୁରୀ, ରୁପାଲୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ବର୍ତ୍ତମାନ ଅଭିଯୁକ୍ତ କମ ପରିଶ୍ରମ ରେ ଅଧିକ ଅର୍ଥ ଆଦାୟର ନିଶା ଏବେ ଜେଲରେ ମନେ ପଡୁଥିବ  |

News Comment

You Might Also Like

BACK TO TOP