Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ବାଇକ ଦୁର୍ଘଟଣା ରେ ଜଣେ ମୃତ 2 ଗୁରୁତର |

30-Nov-2024

ବାଇକ୍ ଦୁର୍ଘଟଣାରେ ଜଣେ ମୃତ,୨ ଜଣ ଗୁରୁତର ।

         ଓଡିଶା ଜନ ମତ  ବ୍ୟୁରୋ ,

ଆର,ଉଦୟ ଗିରି :--- ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ମେରାପଲ୍ଲୀ ଗ୍ରାମ ପଞ୍ଚାୟତ ନିକଟସ୍ଥ ଲୁଡ୍ରୁଛକ ଠାରୁ ପ୍ରାୟ ୫୦୦ ମିଟର ଦୂର ଏକ ବୁଲାଣିରେ  ଆଜି ମଧ୍ୟାହ୍ନରେ ୩ଟା ସମୟରେ ମୋହନାରୁ ନିଜ କାମ ସାରି ଗ୍ରାମକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛକୁ ପିଟିହୋଇ ୩ଜଣଙ୍କ ମଧ୍ୟରୁଜଣେ ମୃତ ଏବଂ ୨ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକ ବ୍ୟକ୍ତି ଗୋଛାଗୁଡା ହରିଜନ ସାହିର ଗୁଲ୍ ସନ୍ ତନ୍ତୀ, ଗୁରୁତର ଆହତମାନେ ହେଲେ ଗୋଛାଗୁଡ଼ା ଆଦିବାସୀ ନୂଆସାହିର (ସୁଶାନ୍ତ ମଳିକ) ଏବଂ ତୁଆଗୁଡ଼ାର ( ହାପି ସାଗର ନାୟକ ) ବୋଲି ଜଣାପଡିଛି l  ସ୍ଥାନିୟ ଲୋକେ ଦେଖି ୧୦୮ ଆମ୍ବଲାନ୍ସ ଯୋଗେ ମୋହନା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତିକରି ଥିଲେ । ୩ଜଣଙ୍କ ମଧ୍ୟରୁ ଗୁଲ୍ ସନ୍ ତନ୍ତୀଙ୍କୁ ଡକ୍ଟର ମୃତ୍ୟ ଘଷଣା ସୂଚନା ଦେଇଥିଲେ ଏବଂ ହାପି ସାଗର ନାୟକ ଗୁରୁତର ସଙ୍ଖଟ ପୂର୍ଣ୍ଣ ହେବା ହେତୁ ବ୍ରହ୍ମପୁର  ବଡ଼ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ମୋହନା ପୋଲିସ୍ ପହଞ୍ଚି ମୃତ୍ୟ ଦେହ ଜବତକରି ତଦନ୍ତ କରୁଛି ।

News Comment

You Might Also Like

BACK TO TOP