Breaking News

ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||     

ବନ୍ଧ ହୁଡ଼ା ରୁ ବିଧବା ମହିଳାଙ୍କ ଶବ ଉଦ୍ଧାର |

30-May-2026

ବନ୍ଧ ହୁଡ଼ାରୁ ବିଧବା ମହିଳାଙ୍କ ଶବ ଉଦ୍ଧାର,

 ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ,

 ବ୍ରହ୍ମପୁର:---ବ୍ରହ୍ମପୁର ପୋଲିସ ଜିଲ୍ଲା ରେ ଅପରାଧୀ ମାନଙ୍କର କାର୍ଯ୍ୟକଳାପ ଦୃତ ଗତିରେ ବଢି ଚାଲିଛି, ଯାହାକି ପୋଲିସ ର ଦୃଢ଼ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଏନ୍କାଉଣ୍ଟର ପଦକ୍ଷେପ କୁ ମଧ୍ୟ ଅପରାଧୀ ମାନେ ଖାତିରି କରିନାହାନ୍ତି।ଯାହାର ପ୍ରମାଣ ଗତକାଲି ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ନିକଟସ୍ଥ ଚାନ୍ଦପୁର ନିକଟରେ ଶାନ୍ତି ଦାସ ନାମ୍ନୀ ଜଣେ ବିଧବା ମହିଳାଙ୍କୁ ଗାଁ ପୋଖରୀ ହୁଡ଼ାରେ ହତ୍ୟା କରି ମୃତଦେହକୁ ଅପରାଧୀ ମାନେ ଫୋପାଡି ଦେଇଛନ୍ତି। ପ୍ରତ୍ୟହ କାଠ ସଂଗ୍ରହ ପାଇଁ ଯାଇ ଶାନ୍ତି ଘରକୁ ନଫେରିବାରୁ ପୁଅ ଓ ନାତି ଖୋଜି ଖୋଜି ବନ୍ଧ ହୁଡ଼ାରେ ତାଙ୍କ ଶବ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP