Breaking News

ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||     

ପୋଲସରା କଲେଜରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟ କ୍ଷତି |

30-May-2026

କାଳବୈଶାଖୀରେ ପୋଲସରା କଲେଜରେ ବ୍ୟାପକ କ୍ଷୟକ୍ଷତି।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
୩୦/୫/୨୬ : -----

ଗଞ୍ଜାମ ଜିଲ୍ଲାର ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଗତ ୨୭/୦୫/୨୬ ତାରିଖ ରାତ୍ର ୧୨ ଘଣ୍ଟ ସମୟରେ ହୋଇଥିବା କାଳବୈଶାଖୀ ବର୍ଷା ଓ ଝଡ ଦ୍ଵାରା କଲେଜର ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି । ସମସ୍ତ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ କ୍ଷତି ହୋଇ ବିଦ୍ୟୁତ୍ ସଂଯୋଗ ଛିନ୍ନ ହୋଇଯାଇଛି । ଏଥିସହ କମ୍ପ୍ୟୁଟର ବିଭାଗ ମଧ୍ୟ  ଅଚଳ ହୋଇଯାଇଛି। ବଜ୍ରପାତ ଦ୍ଵାରା ମହାବିଦ୍ୟାଳୟର କୋଠା କ୍ଷୟ କ୍ଷତି ହୋଇଛି। ଆଗକୁ ଛାତ୍ରଛାତ୍ରୀଙ୍କ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ବିଦ୍ୟୁତ ସରବରାହ କ୍ଷତିଗ୍ରସ୍ତ ହୋଇଥିବା ସହ କମ୍ପ୍ୟୁଟର ବିଭାଗ ଅଚଳ ଯୋଗୁଁ ଚିନ୍ତାର କାରଣ ହୋଇଛି। ଉଚ୍ଚ କର୍ତ୍ତୃପକ୍ଷ କଲେଜର କ୍ଷୟକ୍ଷତି ପ୍ରତି ତୁରନ୍ତ ଦୃଷ୍ଟି ଦେବାକୁ ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀଙ୍କ ସମେତ ବୁଦ୍ଧିଜୀବୀ ଅନୁରୋଧ କରିଛନ୍ତି।

News Comment

You Might Also Like

BACK TO TOP