Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

ଝିଟିକା ବାଡ଼ି ସରକାରୀପ୍ରାଥମିକ ସ୍କୁଲ ପ୍ରଧାନ ଶିକ୍ଷକ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ||

31-May-2026

ଜେଏସପିବିର  ପ୍ରଧାନ ଶିକ୍ଷକଙ୍କୁ  ଅବସରକାଳୀନ ସମ୍ବର୍ଦ୍ଧନା ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା. ୩୧/୦୫/୨୦୨୬ :- ---

ପୋଲସରା ବ୍ଲକ ବର୍ତ୍ତିନୀ ଗ୍ରାମ ପଞ୍ଚାୟତ ଝିଟିକାବାଡ଼ି ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୁବେର ବେହେରାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ସହକାରୀ ଶିକ୍ଷକ ସନ୍ତୋଷ କୁମାର ଗୌଡ଼ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଏବଂ କଣଛାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସତ୍ୟବାନ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଅବସରପ୍ରାପ୍ତ ଶିକ୍ଷକ ଦୁର୍ଗା ପ୍ରସାଦ ମହାପାତ୍ର ପ୍ରଦୀପ ପ୍ରଜ୍ଵଳନ ପୂର୍ବକ ଶୁଭ ଉଦ୍‌ଘାଟନ କରିଥିଲେ । ଏଥିରେ ମୁଖ୍ୟବକ୍ତା ଭାବେ ମାଧବ  ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଝିଣ୍ଟିକାବାଡ଼ିର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କାମ୍ଫ ବାଢେଇ ଓ ଅବସରପ୍ରାପ୍ତ ଶିକ୍ଷକ ଭଗବାନ ପ୍ରଧାନ, କଣଛାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବାଳକୃଷ୍ଣ ହୋତା, ଗୋଠଳି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ତ୍ରିନାଥ ବେହେରୁକ , ପାଇକ ଯମୁନା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପ୍ରଦ୍ୟୁମ୍ନ କୁମାର ପ୍ରଧାନ, କୁଆନନ୍ଦ ପ୍ରାଥମିକ ବିଦ୍ୟାଳୟ ଶିକ୍ଷୟିତ୍ରୀ ସୁଲୋଚନା ମହାପାତ୍ର, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କୃଷ୍ଣ ଚନ୍ଦ୍ର ପାତ୍ର, ସିଆର୍‌ସିସି ସୁନିଲ କୁମାର ବେହେରା, ଅବସରପ୍ରାପ୍ତ ଶିକ୍ଷକ ତଥା ପ୍ରାଥମିକ ଶିକ୍ଷକ ସଂଘ ପୋଲସରା ବ୍ଲକ୍ ସଭାପତି ସୂର୍ଯ୍ୟ ନାରାୟଣ ପୃଷ୍ଟି ଓ କଳମ୍ୱ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ତଥା ଉକ୍ତ ସଂଘର ସମ୍ପାଦକ ଅମିତାଭ ମିଶ୍ର ଏବଂ ପୂର୍ବତନ କଳମ୍ବ ସିଆରସିସି ସୂର୍ଯ୍ୟନାରାୟଣ ନାୟକ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ ।
ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟକରି ଅବସର ନେଇଥିବା କୁବେର ବେହେରାଙ୍କୁ ଅନୁଷ୍ଠାନ ତରଫରୁ ଭାବ ବିହ୍ବଳ ପରିବେଶ ମଧ୍ୟରେ ମଞ୍ଚାସିନ ଅତିଥିବୃନ୍ଦଙ୍କ ଦ୍ଵାରା ପର°ପରା ଅନୁଯାୟୀ ଉପଢୌକନ, ମାନପତ୍ର ସହ ପୁଷ୍ପଗୁଚ୍ଛ ପ୍ରଦାନ କରାଯାଇ ବିଦ୍ୟାଳୟକାଳୀନ ସମ୍ବର୍ଦ୍ଧନା ଦିଆଯିବା ସହିତ ତାଙ୍କର  ପରବର୍ତ୍ତୀ ଜୀବନ ଦୀର୍ଘାୟୁ, ନିରାମୟ ଏବଂ ଖୁସି  ଆନନ୍ଦରେ  ଅତିବାହିତ ହେବାକୁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ କରପତ୍ର ଯୋଡ଼ ପୂର୍ବକ ପ୍ରାର୍ଥନା କରାଯାଇଥିଲା । ପରେ ବିଦାୟୀ ଏବଂ ସମ୍ବର୍ଦ୍ଧିତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ବେହେରା ନିଜର ଦୀର୍ଘ ବର୍ଷର ଶିକ୍ଷକତା କାର୍ଯ୍ୟକାଳ ମଧ୍ୟରୁ ସାଉଁଟିଥିବା ଅନୁଭୂତିର ବର୍ଣ୍ଣନା କରିବା ସହିତ ପ୍ରତ୍ୟେକ କ୍ଷେତ୍ରରେ ସଦା ସର୍ବଦା ସାହାର୍ଯ୍ୟ ଓ ସହଯୋଗ  କରିଥିବା ସମସ୍ତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ, ବିଭାଗୀୟ ଅଧିକାରୀଙ୍କ ସମେତ ଅଭିଭାବକ ମଣ୍ଡଳୀମାନଙ୍କୁ ଆନ୍ତରିକ ଧନ୍ୟବାଦ ସହିତ କୃତଜ୍ଞତା ଜଣାଇଥିଲେ । ଏଥିସହ ବିଦ୍ୟାଳୟର ଉତ୍ତରୋତ୍ତର ଏବଂ  ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ଉଜ୍ଜ୍ୱଳ ଶୁଭ କାମନା କରିଥିଲେ । ଏହି ସ୍ମରଣୀୟ ପ୍ରେରଣାଦାୟୀ କାର୍ଯ୍ୟକ୍ରମରେ  ଉକ୍ତ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ସୁଚିତ୍ରା ନାହାକ, ପରିଚାଳନା କମିଟି ସଭାନେତ୍ରୀ ରାଜଶ୍ରୀ ସାହୁ, ଅଙ୍ଗନବାଡ଼ିକର୍ମୀ ପ୍ରମୀତା ପରିଡ଼ା ଓ ଏସ୍‌ଏମ୍‌ସି ସଭ୍ୟ ସତ୍ୟନାରାୟଣ ସାହୁ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ପ୍ରାରମ୍ଭରେ ମଞ୍ଚାସିନ ଅତିଥିମାନଙ୍କୁ  ଅନୁଷ୍ଠାନ ପକ୍ଷରୁ ସ୍ଵାଗତ ଏବଂ ସମ୍ବର୍ଦ୍ଧନା ଦିଆଯାଇଥିଲା । ଶେଷରେ କାର୍ଯ୍ୟକ୍ରମକୁ ସଫଳ କରାଇବାରେ ଉପସ୍ଥିତ ରହି ସହଯୋଗ କରିଥିବା ସମସ୍ତ ବ୍ୟକ୍ତିବିଶେଷଙ୍କୁ  ଶିକ୍ଷକ ସନ୍ତୋଷ କୁମାର ଗୋଡ଼ ଅନୁଷ୍ଠାନ ତରଫରୁ ଆନ୍ତରିକ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP