Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଗାଙ୍ଗପୁର ଥାନା ସିଙ୍ଗିପୁର ଛକରେମୋଟର ସାଇକେଲ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ |

02-Jun-2026

ମୋଟରସାଇକେଲ ଧକ୍କାରେ ପଥଚାରୀ ର ମୃତ,

 ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, 

ବ୍ରହ୍ମପୁର:------

ଗାଙ୍ଗପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ଛକରେ ମୋଟରସାଇକେଲ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଗାଙ୍ଗପୁର ଥାନା ଅନ୍ତର୍ଗତ ଖୁକୁଣ୍ଡିଆ ଗ୍ରାମର ଚିତ୍ତରଞ୍ଜନ ବିଶ୍ଵାଳ।  ଚିତ୍ତରଞ୍ଜନଙ୍କ ଭଣଜା ମିଥୁନ ବରାଡ  ଗାଙ୍ଗପୁର ଥାନାରେ ଅଭିଯୋଗ କରିଛନ୍ତି। ମିଥୁନଙ୍କ ଅଭିଯୋଗ ପ୍ରକାରେ ଆଜି ମଧ୍ୟାହ୍ନ ରେ ଚିତ୍ତରଞ୍ଜନ ଗାଙ୍ଗପୁର ବ୍ୟାଙ୍କ୍ ରେ କାମ ସାରି ନିଜ ଗ୍ରାମକୁ ଫେରୁଥିବା ସମୟରେ ସିଙ୍ଗିପୁର ଛକରେ ନିଜ ସ୍କୁଟି ରଖି ରାସ୍ତା କଡ଼ରେ ଛିଡ଼ା ହୋଇଥିଲେ। ଏହି ସମୟରେ ଆସିକା ପଟୁ OD07BB9324 ନମ୍ୱର୍ ବିଶିଷ୍ଟ ଏକ ମୋଟସାଇକେଲ ଆସି ଚିତ୍ତରଞ୍ଜନଙ୍କ ଆଗପଟୁ ଜୋର୍ ରେ ଧକ୍କା ଦେଇଥିଲା। ଫଳରେ ଚିତ୍ତରଞ୍ଜନ ରାସ୍ତା ଉପରେ ଛିଟିକି ପଡ଼ି ଗୁରୁତର ଆହତ ହୋଇଥିଲେ। ଖବର ପାଇ ମିଥୁନ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଚିତ୍ତରଞ୍ଜନଙ୍କୁ ସାଙ୍ଗ ସାଥିଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସ ଯୋଗେ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ମୋଟରସାଇକେଲ ଚାଳକଙ୍କ ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନା ଯୋଗୁଁ ହିଁ ଦୁର୍ଘଟଣା ଘଟିଥିବା ନେଇ ମିଥୁନ ଗାଙ୍ଗପୁର ଥାନାରେ ଅଭିଯୋଗ କରିଛନ୍ତି। ଅନ୍ୟ ପକ୍ଷରେ ଗାଁ ଅଞ୍ଚଳରେ କୋଳାହଳ ମୟ ସୃଷ୍ଟି ହୋଇଛି।

News Comment

You Might Also Like

BACK TO TOP