Breaking News

ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||     

ବେଗୁନିଆପଡା ଥାନା ଅଞ୍ଚଳ ରେ ଅଂଶୁଘାତ ରେ ଯୁବକଙ୍କ ମୃତ୍ୟୁ |

05-Jun-2026

ଅଂଶୁଘାତରେ ଯୁବକ ପ୍ରାଣ ହରାଇଛନ୍ତି,

ଓଡିଶା ଜନ ମତ,   କୈଳାଶ ଚନ୍ଦ୍ର ଚୌଧୁରୀ, 

ବ୍ରହ୍ମପୁର:----

ବେଗୁନିଆ ପଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ସୁମଣ୍ଡଳ ଗ୍ରାମର ଗୌରାଙ୍ଗ ବିଶ୍ୱାଳ ଙ୍କ ପୁତ୍ର ତପନ ବିଶ୍ବାଳ ଭେଜିପୁଟ ଗ୍ରାମରୁ ସାଇକେଲ ଯୋଗେ ନିଜ ଗ୍ରାମକୁ ଫେରୁଥିବା ବେଳେ ହଠାତ୍ ରାସ୍ତା କଡ଼ରେ ଚେତା ହରେଇ ପଡିଯାଇଥିବା ବେଳେ ଅଞ୍ଚଳବାସୀଙ୍କ ସହଯୋଗ ରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ବର୍ତମାନ ପ୍ରଚଣ୍ଡ ରୌଦ୍ରତାପରେ ସାମାଜିକ ଜୀବନ ଡହଳବିକଳ ହେଉଛନ୍ତି। ଏହି ଭଳି ପରିସ୍ଥିତିରେ ତପନର ମୃତ୍ୟୁ ଘଟିଥିବା ଜଣାପଡିଛି।

News Comment

You Might Also Like

BACK TO TOP