Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ପାଣି ପାଇଁ ଗ୍ରାମବାସୀଙ୍କ ରାସ୍ତା ରୋକ | କୋରାପୁଟ ରାୟଗଡା ଯାତାୟତ ଠପ ||

05-Jun-2026

ପାଣି ଟୋପାଏ ପାଇଁ ରାସ୍ତାରୋକ: କୁମ୍ବିକୋଟାରେ ଶତାଧିକ ଗ୍ରାମବାସୀଙ୍କ ଆନ୍ଦୋଳନ, କୋରାପୁଟ–ରାୟଗଡ଼ା ଯାତାୟାତ ଠପ୍,

ଓଡିଶା ଜନମତ, ରାୟଗଡ଼ା, ୦୫/୦୬,

କାମେଶ୍ୱର କରକରିଆ :---

ପିଇବା ପାଣି ସମସ୍ୟାକୁ ନେଇ ରାୟଗଡ଼ା ସଦର ବ୍ଲକର କୁମ୍ବିକୋଟା ଗ୍ରାମରେ ଗୁରୁବାର ଶତାଧିକ ମହିଳା ଓ ପୁରୁଷ ରାସ୍ତାରୋକ କରି ପ୍ରଶାସନ ବିରୋଧରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହି ଆନ୍ଦୋଳନ ଯୋଗୁଁ କୋରାପୁଟ–ରାୟଗଡ଼ା ମୁଖ୍ୟ ସଡ଼କରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଥିବା ବେଳେ ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଥିଲା।ସୂଚନା ଅନୁଯାୟୀ, କୁମ୍ବିକୋଟା ଗ୍ରାମରେ ପ୍ରାୟ ଏକ ହଜାର ଲୋକ ବସବାସ କରୁଥିବା ବେଳେ ଗ୍ରାମକୁ ମାତ୍ର ପାଞ୍ଚଟି ନଳକୂପ ଯୋଗାଇ ଦିଆଯାଇଛି। ସେଥିମଧ୍ୟରୁ ଅଧିକାଂଶ ନଳକୂପ ଦୀର୍ଘଦିନ ଧରି ଅଚଳ ହୋଇ ପଡ଼ିଥିବାରୁ ଗ୍ରାମବାସୀ ପିଇବା ପାଣି ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାରମ୍ବାର ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ସମସ୍ୟାର ସମାଧାନ ହୋଇନଥିବାରୁ ଶେଷରେ ଗ୍ରାମବାସୀ ରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିଥିବା ଜଣାପଡ଼ିଛି।ରାସ୍ତାରୋକ ଖବର ପାଇ ରାୟଗଡ଼ା ଉପଜିଲ୍ଲାପାଳ ରମେଶ କୁମାର ଜେନାଙ୍କ ନିର୍ଦ୍ଦେଶକ୍ରମେ ସଦର ବିଡିଓ ଓ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ତେବେ, ପିଇବା ପାଣିର ସ୍ଥାୟୀ ବ୍ୟବସ୍ଥା ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନରୁ ହଟିବେ ନାହିଁ ବୋଲି ଗ୍ରାମବାସୀ ସ୍ପଷ୍ଟ କରିଥିଲେ।ଘଟଣାସ୍ଥଳରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଲାଗି ରହିଥିବା ବେଳେ କୁମ୍ବିକୋଟା ଫାଣ୍ଡି ପୁଲିସ ଓ ପ୍ରଶାସନ ପକ୍ଷରୁ ଲୋକଙ୍କୁ ବୁଝାସୁଝା କରିବା ଉଦ୍ୟମ ଜାରି ରହିଛି। ପାଣି ପରି ମୌଳିକ ସୁବିଧା ପାଇଁ ଲୋକଙ୍କୁ ରାସ୍ତାକୁ ଓହ୍ଲାଇବାକୁ ପଡ଼ୁଥିବା ଘଟଣା ପ୍ରଶାସନିକ ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

News Comment

You Might Also Like

BACK TO TOP