Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ପରିବେଶ ଦିବସ ଉପଲକ୍ଷେ ସିଂହପୁର ସରପଞ୍ଚଙ୍କ ସଚେତନତା ବାର୍ତ୍ତା |

05-Jun-2026

ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା,
  ଓଡ଼ିଶା ଜନମତ ,  ବିଂଝାରପୁର, 

ପ୍ରଦୀପ କୁମାର ମଲ୍ଲିକ,୫|୬ : -----

ଯାଜପୁର ଜିଲ୍ଲାର ବିଂଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ବୈଠକ ଗୃହରେ ଆଜି ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ଯୁବ ସରପଞ୍ଚ ଶ୍ରୀଯୁକ୍ତ ଶଶାଙ୍କ ଶେଖର ଖିଲାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ବିଶ୍ୱ ପରିବେଶ ଦିବସର ଗୁରୁତ୍ୱ, ସ୍ୱଚ୍ଛ ପରିବେଶ ଓ ଜଳବାୟୁ ସୁରକ୍ଷା ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ସରପଞ୍ଚ ଶ୍ରୀ ଖିଲାର କହିଥିଲେ ଯେ, “ସ୍ୱଚ୍ଛ ଗାଁ ହିଁ ସୁସ୍ଥ ସମାଜ ଓ ସୁରକ୍ଷିତ ଜଳବାୟୁର ମୂଳ ଆଧାର। ପରିବେଶ ସୁରକ୍ଷା କେବଳ ସରକାରଙ୍କ ଦାୟିତ୍ୱ ନୁହେଁ, ବରଂ ପ୍ରତ୍ୟେକ ନାଗରିକଙ୍କ ନୈତିକ କର୍ତ୍ତବ୍ୟ। ଆମେ ଯଦି ଆଜିଠାରୁ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର କମାଇବା ସହ ପରିବେଶ ଅନୁକୂଳ ଅଭ୍ୟାସ ଗ୍ରହଣ କରିବା, ତେବେ ଆଗାମୀ ପିଢ଼ି ପାଇଁ ଏକ ସବୁଜ ଓ ସୁରକ୍ଷିତ ପୃଥିବୀ ଗଢ଼ିପାରିବା।” ସେ ବର୍ତ୍ତମାନ ପଲିଥିନ ବ୍ୟବହାର ଦ୍ୱାରା ହେଉଥିବା କ୍ଷତି ସମ୍ପର୍କରେ ସଚେତନ କରାଇଥିଲେ। ପଲିଥିନକୁ ଏଣେତେଣେ ନଫିଙ୍ଗି ନିର୍ଦ୍ଦିଷ୍ଟ ସ୍ଥାନରେ ସଂଗ୍ରହ କରି ତାହାର ସଠିକ୍ ପରିଚାଳନା କରିବାକୁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଗଛ ଲଗାଇବା, ଜଳ ସଂରକ୍ଷଣ କରିବା ଏବଂ ପରିବେଶ ସୁରକ୍ଷା ପାଇଁ ସାମୂହିକ ପଦକ୍ଷେପ ନେବା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଥିଲେ।ଏହି ସଭାରେ ପିଇଓ ବିଷ୍ଣୁ ଚରଣ ସାମଲ, ନ୍ୟାୟ ସରପଞ୍ଚ ରଞ୍ଜୀତା ବାରିକ, କାହ୍ନା ରାଉତ, ଦେବାଶିଷ ସାମଲ, ଏମ୍‌ବିକେ ଶସ୍ମିତା ନାୟକ, ଲୋମାମୁଦ୍ରା ଜେନା, ଆକାଂକ୍ଷା ବାରିକ ପ୍ରମୁଖ ଯୋଗଦାନ କରିଥିଲେ। ଉପସ୍ଥିତ ସଦସ୍ୟମାନେ ଗ୍ରାମକୁ ସ୍ୱଚ୍ଛ, ସବୁଜ ଓ ପରିବେଶ ଅନୁକୂଳ ରଖିବା ପାଇଁ ସମୁହିକ ଭାବେ କାର୍ଯ୍ୟ କରିବାକୁ ସଂକଳ୍ପ ନେଇଥିଲେ। ଶେଷରେ ମଳୟ ଥାଟୋଇ ଧନ୍ୟବାଦ ଅର୍ପଣ କରିଥିଲେ |

News Comment

You Might Also Like

BACK TO TOP