Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ହାଇୱା ଗାଡି ଧକ୍କା ରେ ଦୁଇ ଶଗଡିଆ ଙ୍କ ମୃତ୍ୟୁ |

05-Jun-2026

ହାଇୱ। ଗାଡ଼ି ଧକ୍କାରେ ଦୁଇ ଶଗଡ଼ିଆ ଙ୍କ ମୃତ୍ୟୁ|

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, 

ବ୍ରହ୍ମପୁର:---
ପାଟପୁର ଥାନା ଅନ୍ତର୍ଗତ ପାଇକ ଜଗନ୍ନାଥ ପୁର ଗ୍ରାମ ନିକଟରେ ଗୋଟିଏ ବାଲି ବୋଝେଇ ହାଇୱେ। ଟ୍ରକ୍ ଧକ୍କାରେ ଦୁଇ ଶଗଡ଼ିଆ ନାଥ ଯେନା ଓ ବିଜୟ ଗୌଡ ଙ୍କ ମୃତ୍ୟୁ ଘଟିଛି। ଉଭୟଙ୍କ ଘର ନିକଟସ୍ଥ ପ୍ରତାପ ଗିରି ଓ ଉଭୟେ ରତନେଇ ଜଙ୍ଗଲ ରୁ ବାଉଁଶ ସଂଗ୍ରହ କରି ଗାଁ କୁ ଫେରୁଥିବା ବେଳେ ଏହି ଭଳି ଦୁର୍ଘଟଣା ର ସମ୍ମୁଖୀନ ହୋଇ ଛଟପଟ ହେଉଥିଲା ବେଳେ ଗ୍ରାମବାସୀ ଉଭୟଙ୍କୁ ଆଡପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ନାଥ ମୃତ୍ୟୁବରଣ କରିଥିଲାବେଳେ ଗୁରୁତର ଅବସ୍ଥାରେ ବିଜୟଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ଚିକିତ୍ସା ସମୟରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏତଦବ୍ୟତୀତ ଶଗଡ ଟାଣୁଥିବା ଦୁଇଟି ପୋଢ ମଧ୍ୟରୁ ଗୋଟିଏ ପ୍ରାଣ ହରାଇଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଟ୍ରକ୍ ଓ ଶଗଡ଼ କୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟ ପକ୍ଷରେ ଦୁଇ ବନ୍ଧୁ ଙ୍କ ମୃତ୍ୟୁ ଘଟଣା ରେ ଗାଁ ରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

News Comment

You Might Also Like

BACK TO TOP