Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ପୋଲସରା ରେ ଦୁତୀୟ ପର୍ଯ୍ୟାୟ ପୋଷଣ ପ୍ରଶକ୍ଷିଣ ଶିବିର ସମାପନ ||

05-Jun-2026

ପୋଲସରାରେ ଦ୍ଵିତୀୟ ପର୍ଯ୍ୟାୟ ପୋଷଣ ପ୍ରଶିକ୍ଷଣ ଶିବିର ସମାପନ।

ଓଡ଼ିଶା ଜନମତ,ପୋଲସରା,

ସନ୍ତୋଷ କୁମାର ପଣ୍ଡା:-----

ପୋଲସରା  ତା ୦୫/୦୬/୨୦୨୬ :- ପୋଲସରାରେ ଦ୍ଵିତୀୟ ପର୍ଯ୍ୟାୟ ପୋଷଣ ପ୍ରଶିକ୍ଷଣ ଶିବିର ସଫଳତା ପୂର୍ବକ ଆୟୋଜିତ ହୋଇଯାଇଛି । ପୋଲସରା ବ୍ଳକ ସିଡ଼ିପିଓ  କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ମାତୃଶକ୍ତି କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ତ୍ରିଦିବସୀୟ କାର୍ଯ୍ୟକ୍ରମଟି ସିଡ଼ିପିଓ ତିଳୋତମା ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମ୍ପନ୍ନ ହୋଇଥିଲା ।
ଏଥିରେ ମୋଟ ୭ ଗୋଟି ସେକ୍ଟରରୁ ୧୦୦ ଜଣ ଅଙ୍ଗନବାଡି କର୍ମୀମାନେ  ଯୋଗଦେଇଥିଲେ । ସୂଚନା ଯୋଗ୍ୟ ଯେ, ପୋଲସରା ବ୍ଳକର ୨୬ ଗୋଟି ଗ୍ରାମ ପଞ୍ଚାୟତ ସମେତ  ପୌରପରିଷଦର  ମୋଟ ୧୯ ଗୋଟି ୱାର୍ଡକୁ ମିଶାଇ ସର୍ବମୋଟ ୨୧୪ ଗୋଟି ଅଙ୍ଗନବାଡି କେନ୍ଦ୍ର ରହିଛି । ସେଥିମଧ୍ୟରୁ ପୂର୍ବରୁ ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ଏହି ତାଲିମ ଶିବିରରେ ୧୧୪ ଜଣ ଅଙ୍ଗନବାଡି କର୍ମୀମାନେ  ଯୋଗଦେଇସାରିଥିଲେ । ସରକାରଙ୍କ ନିୟମ ଅନୁଯାୟୀ ୬ ବର୍ଷରୁ କମ୍ ଶିଶୁମାନଙ୍କୁ  ଆବଶ୍ୟକତା ଅନୁପାତରେ ସ୍ୱାସ୍ଥ୍ୟ ବର୍ଦ୍ଧକ ବିଭିନ୍ନ ପ୍ରକାର ପୌଷ୍ଟିକ ଖାଦ୍ୟ ସହିତ ‘ପୋଷଣ ଭି, ପଢାଇ ଭି’ ଅଭିଯାନ ଉପରେ ପୁଙ୍ଖାନୁପୁଙ୍ଖ ଭାବେ ପ୍ରଶିକ୍ଷଣ ଦିଆଯାଇଥିଲା । ଏହି ଅବସରରେ ସିଡ଼ିପିଓ  ଉପସ୍ଥିତ ସମସ୍ତ କର୍ମୀମାନଙ୍କୁ ତାଲିମ ଗ୍ରହଣ କରିସାରିବା ପରେ ସରକାରଙ୍କ ଏହି ଅତି ମହତ୍ବାକା°କ୍ଷି ଯୋଜନା କିଭଳି ଭାବେ ସଫଳ ହେବେ  ସେଥିପ୍ରତି ବିଶେଷ ଭାବେ ଧ୍ୟାନ ଦେଇ ନିଷ୍ଠାର ସହିତ କର୍ତ୍ତବ୍ୟବୋଧ ପରାୟଣ ହୋଇ ନିଜ ନିଜର କ୍ଷେତ୍ରରେ କାମ କରିବାକୁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମରେ ଅଙ୍ଗନବାଡି କର୍ମୀମାନଙ୍କ ଦ୍ୱାରା ନିଜ ହାତରେ ପ୍ରସ୍ତୁତ ବିଭିନ୍ନ ପ୍ରକାର ପୁଷ୍ଟିକର ଖାଦ୍ୟ, ଖେଳନା ଏବଂ ଶିକ୍ଷଣୀୟ ଉପକରଣ ପ୍ରଦର୍ଶନ କରିଥିଲେ । ଅଞ୍ଚଳ ପରିଦର୍ଶିକା ସୁରଭି କୁସୁମ ଦାସ, ସବିତା ଶବର, ଜୟନ୍ତୀ ସାବତ ଓ ମୁକ୍ତାଦେବୀ ପ୍ରମୁଖ ମିଳିତଭାବେ ପରିଚାଳନା ଏବଂ  ପ୍ରଶିକ୍ଷଣ ଦେଇଥିବା ବେଳେ  ପୋଷଣ ବ୍ଳକ ସଂଯୋଜକ ଅବିନାଶ ଚୌଧୁରୀ ବ୍ଲକ୍ ପ୍ରକଳ୍ପ ସଂଯୋଜକ ମିଶନ ଶକ୍ତିର ନିଳାଞ୍ଚଳ ସାହୁଙ୍କ ସମେତ ସଭାନେତ୍ରୀ ଜ୍ୟୋସ୍ନାରାଣୀ ମିଶ୍ର ଓ ସମ୍ପାଦିକା ରାଜଲକ୍ଷ୍ମୀ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ଶେଷରେ ସିଡ଼ିପିଓ ମହୋଦୟା ଏହି ଯୋଜନାର ସଫଳ ରୂପାୟନର ଆଶା ପୋଷଣ କରି ଶିବିରରେ ଯୋଗଦେଇଥିବା ସମସ୍ତ ଅଙ୍ଗନବାଡି କର୍ମୀ ଏବଂ ଅନ୍ୟ ସହଯୋଗୀମାନଙ୍କୁ ଆନ୍ତରିକ ଧନ୍ୟବାଦ ଦେଇଥିଲେ।

News Comment

You Might Also Like

BACK TO TOP