Breaking News

ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||     

କେନ୍ଦୁବାଡି ପଞ୍ଚାୟତ ରାଧା କୃଷ୍ଣ ନୋଡାଲ ହାଇସ୍କୁଲ କୁ ମିଳିଲା ପ୍ରକୃତି ମିତ୍ର ପୁରସ୍କାର |

06-Jun-2026

ଏସ୍.ଆର୍.ଏନ୍ ୟୁବି କେନ୍ଦୁବାଡ଼ିକୁ ମିଳିଲା  "ପ୍ରକୃତି ମିତ୍ର ପୁରସ୍କାର" - ୨୦୨୬

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ତା ୦୬/୦୬/୨୦୨୬: -,----

ପରିବେଶ ସୁରକ୍ଷାକୁ ନେଇ "ଏକ ପେଡ୍ ମା କେ ନାମ", ବୃକ୍ଷ ରୋପଣ, ଚାରା ବଣ୍ଟନ, ସଚେତନତା ରାଲି, ପଥପ୍ରାନ୍ତ ନାଟକ, ପ୍ଲାଷ୍ଟିକ ମୁକ୍ତ ଅଭିଯାନ, ନିଶାମୁକ୍ତ ଅଭିଯାନ, ବାଲ୍ୟ ବିବାହ ବନ୍ଦ ଶିଶୁ ଶ୍ରମିକ ବନ୍ଦ, ସ୍ଵଚ୍ଛ ଭାରତ ଅଭିଯାନ ଆଦି ଜନହିତ ଏବଂ ସମାଜ କଲ୍ୟାଣକୁ ନେଇ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକର କେନ୍ଦୁବାଡ଼ି ଗ୍ରାମ ପଞ୍ଚାୟତ ସ୍ଥିତ ଶ୍ରୀ ରାଧାକୃଷ୍ଣ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ଚଳିତ ଥର ଓଡ଼ିଶା ସରକାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ "ପ୍ରକୃତି ମିତ୍ର ପୁରସ୍କାର ୨୦୨୫-୨୬" ପ୍ରଦାନ କରାଯାଇଛି।ଚଳିତ ମାସ ୫ ତାରିଖ ଶୁକ୍ରବାର ଦିନ ବ୍ରହ୍ମପୁର, କୋର୍ଟପେଟା ସ୍ଥିତ ଗଞ୍ଜାମ ଜିଲ୍ଲା ବନଖଣ୍ଡ କାର୍ଯ୍ୟାଳୟ ତରଫରୁ  ଆୟୋଜିତ କାର୍ଯ୍ୟକ୍ରମରେ ଦିଆଯାଇଛି। ବିଦ୍ୟାଳୟର ହିନ୍ଦୀ ବିଭାଗ ତଥା "ପ୍ରକୃତି ବନ୍ଧୁ" ପୁରସ୍କାରପ୍ରାପ୍ତ ବରିଷ୍ଟ ଶିକ୍ଷକ ହେମନ୍ତ କୁମାର ନାୟକ ଅନୁଷ୍ଠାନ ପକ୍ଷରୁ ପ୍ରତିନିଧି ଭାବେ ଯୋଗଦେଇ ଏହି ସମ୍ମାନଜନକ ପୁରସ୍କାର ସ୍ଵରୂପ ପ୍ରଶଂସା ପତ୍ର ସହ ଟ୍ରଫି ଗ୍ରହଣ କରିଥିଲେ।
ସମଗ୍ର ପୋଲସରା ବ୍ଲକରେ  ପ୍ରଥମ ବିଦ୍ୟାଳୟ ଭାବେ ଏହି ଶିକ୍ଷାନୁଷ୍ଠାନ ପୁରସ୍କାର ପାଇ ସମଗ୍ର ଅଞ୍ଚଳର ସମ୍ମାନ ବୃଦ୍ଧି କରିଥିବାକୁ  ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିପିନ ବିହାରୀ ସାହୁଙ୍କ ସମେତ ଶିକ୍ଷକ ମଣ୍ଡଳୀ, ଛାତ୍ର ଛାତ୍ରୀ, ବୁଦ୍ଧିଜୀବୀ, ସମାଜସେବୀ ଏବଂ ଅଞ୍ଚଳର ପରିବେଶବିତ ମହଲରେ ଖୁସିର ଲହଡୀ ଖେଳିଯାଇଛି।
ଏହି ଉତ୍ସବରେ ବ୍ରହ୍ମପୁର ଡିଏଫଓ ସନ୍ନି ଖୋକର ଓ ଭଞ୍ଜନଗର ଡିଏଫ ହିମାଂଶୁ ଶେଖର ମହାନ୍ତି, ଜିଲ୍ଲା ବିଜେଡି ସଭାପତି ସରୋଜ ସାବତ ଏବଂ ଛତ୍ରପୁର  ୮ମ ବ୍ୟାଟାଲିଅନର ଉଚ୍ଚ ପଦସ୍ଥ ଅଧିକାରୀ ଗଣଙ୍କ  ସମେତ ଆହୁରି ଅନେକ ସମ୍ମାନୀୟ ବ୍ୟକ୍ତିବିଶେଷ ପ୍ରମୁଖ ଅତିଥିଭାବେ ଯୋଗଦେଇ ପୁରସ୍କାର ଦେବା ସହିତ ଅନୁଷ୍ଠାନର ଉତ୍ତରୋତ୍ତର କାମନା କରିଛନ୍ତି।

News Comment

You Might Also Like

BACK TO TOP