Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଯାଜପୁର 12 ବିଦ୍ୟାଳୟ କୁ ମିଳିଲା ନୂଆ ପରିଚୟ |

07-Jun-2026

ଯାଜପୁରର ୧୨ ବିଦ୍ୟାଳୟକୁ ମିଳିଲା ନୂଆ ପରିଚୟ!
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଶିକ୍ଷା କ୍ଷେତ୍ରକୁ ବଡ଼ ଉପହାର!
ଯଖପୁରାରେ ସାଂସଦ ପ୍ରତିନିଧି ମାନସ ରଞ୍ଜନ ତ୍ରିପାଠୀଙ୍କ ଶୁଭ ଉଦ୍‌ଘାଟନ!
ଓଡିଶା ଜନମତ , ଯାଜପୁର,୦୭/୦୬,

ପ୍ରଦୀପ କୁମାର ମଲ୍ଲିକ:---

 ଯାଜପୁର ଜିଲ୍ଲାର ଶିକ୍ଷା କ୍ଷେତ୍ରରେ ଆଜି ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ। ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଯାଜପୁର ଜିଲ୍ଲାର ୧୨ଟି ବିଦ୍ୟାଳୟକୁ ସାମିଲ କରାଯାଇଥିବାବେଳେ ଜିଲ୍ଲାରେ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଦାନଗଦୀ ବ୍ଲକ ଅନ୍ତର୍ଗତ ଯଖପୁରା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଡ଼ମ୍ବରପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଯାଜପୁର ସାଂସଦଙ୍କ ପ୍ରତିନିଧି ମାନସ ରଞ୍ଜନ ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଶିକ୍ଷାର ଭିତ୍ତିଭୂମିକୁ ସୁଦୃଢ଼ କରିବା ଦିଗରେ ଏହା ଏକ ଐତିହାସିକ ପଦକ୍ଷେପ ବୋଲି ମତ ପ୍ରକାଶ କରିଥିଲେ।ଏହି ପର୍ଯ୍ୟାୟରେ ଯାଜପୁର ଜିଲ୍ଲାର ୧୨ଟି ବିଦ୍ୟାଳୟ ଯୋଜନାରେ ସାମିଲ ହୋଇଛି। ସେଗୁଡ଼ିକ ହେଲା— ଛତିଆ ସରକାରୀ ଉଚ୍ଚ ବିଦ୍ୟାଳୟ, ଛତିଆ, ବଡ଼ଚଣା ବିଶେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟ, ଚାନ୍ଦିତଳ, ବଡ଼ଚଣା କୋଳସାହି ୟୁଜିୟୁପି ସ୍କୁଲ, ଦର୍ପଣ, ବଡ଼ଚଣା ଝାଡେଶ୍ୱର ଉଚ୍ଚ ବିଦ୍ୟାଳୟ, ଚିତ୍ରି, ଦାନଗଦୀ ଯଖପୁରା ସରକାରୀ ଉଚ୍ଚ ବିଦ୍ୟାଳୟ, ଯଖପୁରା, ଦାନଗଦୀ ଦେଓଗାଁ ପିୟୁପିଏସ, ଚିଙ୍ଗୁଡ଼ିପାଳ, ସୁକିନ୍ଦାବୋତଳଣ୍ଡା ୟୁଜିଏମଇ ସ୍କୁଲ, ମଙ୍ଗଳପୁର, ସୁକିନ୍ଦା
ସାରୁଅବିଲ ପିୟୁପିଏସ, କଂସା, ସୁକିନ୍ଦା ଆମ୍ବାସର ୟୁଜିଏମଇ ସ୍କୁଲ, ଖରଡ଼ି, ସୁକିନ୍ଦା ଭାସ୍କର ଏନୟୁପିଏସ, କୁହିକା, ସୁକିନ୍ଦା ପିମ୍ପୁଡ଼ିଆ ଏନୟୁପିଏସ, ପିମ୍ପୁଡ଼ିଆ, ସୁକିନ୍ଦାକଳାରଙ୍ଗିଆଟ୍ଟା ୟୁଜିଏମଇ ସ୍କୁଲ, ରଂସୋଲ, ସୁକିନ୍ଦାଏହି ଯୋଜନା ମାଧ୍ୟମରେ ବିଦ୍ୟାଳୟଗୁଡ଼ିକରେ ଆଧୁନିକ ଭିତ୍ତିଭୂମି, ଉନ୍ନତ ଶ୍ରେଣୀଗୃହ, ସ୍ମାର୍ଟ ଶିକ୍ଷା ବ୍ୟବସ୍ଥା, ଖେଳ ଓ ସ୍ୱଚ୍ଛତା ସୁବିଧା ସହ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଉତ୍କୃଷ୍ଟ ଶିକ୍ଷା ପରିବେଶ ସୃଷ୍ଟି ହେବ ବୋଲି କୁହାଯାଇଛି।ଏହି ଅବସରରେ ଯାଜପୁର ଜିଲ୍ଲା ଶିକ୍ଷାଧିକାରୀ ମହେଶ୍ୱର ସାହୁ, ଜିଲ୍ଲା ଅତିରିକ୍ତ ଶିକ୍ଷାଧିକାରୀ ଆଲୋକ କୁମାର ବନ୍ଧ, ଦାନଗଦୀ ବ୍ଲକ ଶିକ୍ଷାଧିକାରୀ ଶୁଭ୍ରାଂଶୁ ପୁହାଣ ଓ ଅନ୍ୟାନ୍ୟ ଶିକ୍ଷାବିତ୍‌, ଶିକ୍ଷକଶିକ୍ଷୟିତ୍ରୀଏବଂଜନପ୍ରତିନିଧିମାନେଯୋଗଦେଇଥିଲେ। ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସହ ଆଭାସୀ ମାଧ୍ୟମରେ ସଂଯୁକ୍ତ ଏହି ଉତ୍ସବରେ ଶିକ୍ଷାର ରୂପାନ୍ତର ଓ ଗୁଣାତ୍ମକ ବିକାଶ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା।ନିଜ ଅଭିଭାଷଣରେ ମାନସ ରଞ୍ଜନ ତ୍ରିପାଠୀ କହିଥିଲେ,ଶିକ୍ଷା ହେଉଛି ସମାଜ ପରିବର୍ତ୍ତନର ସବୁଠାରୁ ଶକ୍ତିଶାଳୀ ମାଧ୍ୟମ। ଆଜି ଯେଉଁ ୧୨ଟି ବିଦ୍ୟାଳୟ ଏହି ଯୋଜନାରେ ସାମିଲ ହୋଇଛି, ସେଗୁଡ଼ିକ ଆଗାମୀ ଦିନରେ ଗ୍ରାମାଞ୍ଚଳର ଶିଶୁମାନଙ୍କ ସ୍ୱପ୍ନ ପୂରଣର କେନ୍ଦ୍ରବିନ୍ଦୁ ପାଲଟିବ।କାର୍ଯ୍ୟକ୍ରମ ଶେଷରେ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବାବେଳେ ଉପସ୍ଥିତ ଅଭିଭାବକ ଓ ଛାତ୍ରଛାତ୍ରୀ ମାନେ ରାଜ୍ୟ ସରକାରଙ୍କ ଏହି ଶିକ୍ଷାମୁଖୀ ପଦକ୍ଷେପକୁ ସ୍ୱାଗତ କରିଥିଲେ। ଯଖପୁରାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଯାଜପୁର ଜିଲ୍ଲାର ଶିକ୍ଷା ଇତିହାସରେ ଏକ ସ୍ମରଣୀୟ ଦିନ ଭାବେ ପରିଗଣିତ ହେଉଛି।

News Comment

You Might Also Like

BACK TO TOP