Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ବାଲିଗୁଡା ରେ sir ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ ||

08-Jun-2026

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡିଶା ଜନମତ,ବାଲିଗୁଡ଼ା, ତା, ୦୮/୦୬:,

ସଞ୍ଜୟ କୁମାର ପାଣିଗ୍ରାହୀ: ----

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (Special Intensive Revision - SIR) ପ୍ରକ୍ରିୟାକୁ ନେଇ ଏକ ବୃହତ ସଚେତନତା ସଭା ସ୍ଥାନୀୟ ଟାଉନ ହଲ ପରିସର ରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବ୍ୟକ୍ତି ବିଶେଷ, ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା, ବନବାସୀ ସେବା ସମିତିର ସଦସ୍ୟ ଏବଂ ସ୍ଥାନୀୟ ଅଞ୍ଚଳ ର ସାଧାରଣ ଜନତା ସାମିଲ ହୋଇଥିଲେ। ଏହି ସଚେତନତା ସଭାରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ନିର୍ବାଚନ ଅଧିକାରୀ  ତଥା ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ  ଯୋଗଦେଇ "ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ" (SIR) ର ଆଭିମୁଖ୍ୟ ଏବଂ ଏହାର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ, ଏକ ସୁଦୃଢ଼ ଗଣତନ୍ତ୍ର ଗଠନ ପାଇଁ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ନାମ ଭୋଟର ତାଲିକାରେ ରହିବା ଅତ୍ୟନ୍ତ ଜରୁରୀ। ନାଗରିକ ମାନଙ୍କ କଲ୍ୟାଣ ତଥା ସେମାନଙ୍କ ଗଣତାନ୍ତ୍ରିକ ଅଧିକାରକୁ ସୁରକ୍ଷିତ କରିବା ପାଇଁ ସରକାର ଏହି ଅଭିଯାନକୁ ବ୍ୟାପକ ଭାବେ ପ୍ରୋତ୍ସାହିତ କରୁଛନ୍ତି l

News Comment

You Might Also Like

BACK TO TOP