Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ନିଆରା ଢଙ୍ଗ ରେ ଜନ୍ମ ଦିନ ପାଳିଲେ ସମାଜ ସେଵୀ ଅକ୍ଷୟ କୁମାର ରାଉତ ||

08-Jun-2026

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ସମାଜସେବୀ ଅକ୍ଷୟ କୁମାର ରାଉତ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
୦୮/୬/୨୬ :----

 ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମାଣିତରା ଗ୍ରାମର ଅକ୍ଷୟ କୁମାର ରାଉତଙ୍କ ଜନ୍ମ ଦିନ ଜୁନ୍ ୭ ତାରିଖ ହୋଇଥିବା ବେଳେ ନିଜର ଜନ୍ମ ଦିବସକୁ ସେ ନିଆରା ଢଙ୍ଗରେ ପାଳନ କରିଛନ୍ତି। ସମାଜସେବୀ ତଥା ଓଡ଼ିଶା ରକ୍ତଦାତା ମହାସଂଘର, ଭୁବନେଶ୍ୱର ର ସାଧାରଣ ସମ୍ପାଦକ ଅକ୍ଷୟ କୁମାର ରାଉତ ନିଜ ଜନ୍ମ ଦିବସରେ ସକାଳ ୯ ଘଣ୍ଟା ସମୟରୁ ନିଜର ପୈତୃକ ଗ୍ରାମ ମାଣିତରା ରୁ ବାହାରି ମାଣିତରା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ବୁଗୁଡ଼ା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର, ପୋଲସରା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ଓ ବାଲିପଦର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ରୋଗୀମାନଙ୍କୁ ଏବଂ ହାତୀଓଟ ଜରାଶ୍ରମ, ଝୋଲାରି ଜୟ କିଶାନ ଜରାଶ୍ରମ, ଆଦିପୁର ଦିବ୍ୟ ଦର୍ଶନ ଜରାଶ୍ରମର ଅନ୍ତେବାସୀମାନଙ୍କୁ ବ୍ରେଡ, ଓଆରଏସ, ଗ୍ଲୁକୋଜ ଓ ଫଳ ଥିବା କିଟ୍ ପ୍ରଦାନ କରିଥିଲେ। ଶେଷରେ ମାଣିତରା ଗ୍ରାମର ଅନୁସୂଚିତ ଜାତିର ଛୋଟ  ଛୁଆମାନଙ୍କୁ ମଧ୍ୟ ଏହି କିଟ୍ ପ୍ରଦାନ କରିଥିଲେ। ଶ୍ରୀ ରାଉତଙ୍କ ସହ କାନକୁଟୁରୁ ଗ୍ରାମର ସମାଜସେବୀ ସୁବ୍ରତ ରାଖଲ୍ ଦାସ ଓ ମାଣିତରା ଗ୍ରାମର ଯୁବ ସମାଜସେବୀ ସାଇରାମ ରାଉତ ପ୍ରତ୍ୟେକ ସ୍ଥାନଙ୍କୁ ଯାଇ ସହଯୋଗ କରିଥିଲେ। ଅବିବାହିତ ଥିବା ସମାଜସେବୀ ତଥା ରକ୍ତଦାତା ମହାସଂଘ ର ସାଧାରଣ ସମ୍ପାଦକ ଅକ୍ଷୟ କୁମାର ରାଉତ ନିଜର ଜନ୍ମଦିନକୁ ଏହିପରି ନିଆରା ଢଙ୍ଗରେ ପାଳନ କରିଥିବାରୁ ବୁଦ୍ଧିଜୀବୀ ବୃନ୍ଦ ଉଚ୍ଚ ପ୍ରଶଂସା କରିଛନ୍ତି।

News Comment

You Might Also Like

BACK TO TOP