Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ବିଞ୍ଚାର ପୁରରେ ନୂତନ ଭତା ବଣ୍ଟନ, କିନ୍ତୁ ସଭାସ୍ଥଳ କୁ ଆସିଲେନି ବିଡ଼ିଓ |

08-Jun-2026

ବିଞ୍ଝାରପୁରରେ ନୂତନ ଭତ୍ତା ବଣ୍ଟନ, ସଭାସ୍ଥଳକୁ ଆସିଲେନି ବିଡିଓ,

ଓଡିଶା ଜନମତ ,ବିଞ୍ଝାରପୁର, ୮|୬,

ପ୍ରଦୀପ କୁମାର ମଲ୍ଲିକ:----

 ବିଞ୍ଝାରପୁର ବ୍ଲକର ୨୭ଟି ପଞ୍ଚାୟତର ନୂତନ ଭାବେ ଚୟନ ହୋଇଥିବା ୨୬୭ ଜଣ ବୃଦ୍ଧ, ବୃଦ୍ଧା, ଦିବ୍ୟାଙ୍ଗ ଓ ବିଧବା ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନା ଅଧୀନରେ ଭତ୍ତା ପ୍ରଦାନ କରାଯାଇଛି। କପିଳା ପଞ୍ଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଗ୍ରାମ ମୁରବି ବାବାଜୀଚରଣ ଦାସଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବିଞ୍ଝାରପୁର ବିଧାୟିକା ଶ୍ରୀମତୀ ପ୍ରମିଳା ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀମାନଙ୍କ ହାତରେ ଭତ୍ତା ପ୍ରଦାନ କରିଥିଲେ।
ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ରଞ୍ଜିତା କୁମାରୀ ଦାସ, ଉପାଧ୍ୟକ୍ଷ ସେକ୍ ଇର୍ସାଦ, ସ୍ଥାନୀୟ ସରପଞ୍ଚ ଦେବଦତ୍ତ ସେଠୀ ଏବଂ ସମିତି ସଭ୍ୟା ଆରତୀ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ବକ୍ତାମାନେ କହିଥିଲେ ଯେ, ସମାଜର ବୃଦ୍ଧ, ଅସହାୟ, ଦିବ୍ୟାଙ୍ଗ ଓ ବିଧବା ବର୍ଗଙ୍କୁ ସାମାଜିକ ସୁରକ୍ଷା ଯୋଗାଇବା ଦିଗରେ ଏହି ଯୋଜନା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଭତ୍ତା ପାଇ ହିତାଧିକାରୀମାନଙ୍କ ମୁହଁରେ ଫୁଟିଉଠିଥିବା ହସ ସରକାରଙ୍କ ଜନକଲ୍ୟାଣ ମୂଳକ କାର୍ଯ୍ୟକ୍ରମର ସଫଳତାକୁ ପ୍ରତିଫଳିତ କରୁଛି।
ତେବେ ଏହି କାର୍ଯ୍ୟକ୍ରମକୁ ନେଇ ଏକ ଚର୍ଚ୍ଚାର ବିଷୟ ସାମ୍ନାକୁ ଆସିଛି। ଭତ୍ତା ବଣ୍ଟନ ଉତ୍ସବ ପାଇଁ ବିଞ୍ଝାରପୁର ବିଡିଓ ଛବିରାଣୀ ସାହୁ ସମସ୍ତ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା ଓ ଜିଲ୍ଲା ପରିଷଦ ସଭ୍ୟ/ସଭ୍ୟାମାନଙ୍କୁ ଚିଠି ମାଧ୍ୟମରେ ଆମନ୍ତ୍ରଣ କରିଥିଲେ। କିନ୍ତୁ କାର୍ଯ୍ୟକ୍ରମ ଦିନ ସେ ନିଜେ ଅନୁପସ୍ଥିତ ରହିଥିବା ବେଳେ ବ୍ଲକ ସମାଜମଙ୍ଗଳ ଅଧିକାରୀ ମଧ୍ୟ ସଭାସ୍ଥଳରେ ଉପସ୍ଥିତ ନଥିଲେ। ଏହାକୁ ନେଇ ସ୍ଥାନୀୟ ମହଲରେ ବିଭିନ୍ନ ପ୍ରକାର ଆଲୋଚନା ଓ ଚର୍ଚ୍ଚା ଆରମ୍ଭ ହୋଇଛି l

News Comment

You Might Also Like

BACK TO TOP