Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଫରୱାର୍ଡ ବ୍ଳକର କବିସୂର୍ଯ୍ୟ ନଗର ହାଜତ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଧେଶ୍ୟ ରେ ତହସିଲଦାର ଙ୍କୁ ଦାବିପତ୍ର ପ୍ରଦାନ ||

08-Jun-2026

କବିସୂର୍ଯ୍ୟନଗର ହାଜତ ମୃତ୍ଯୁ ଘଟଣାର ବିଚାର ବିଭାଗୀୟ ତଦନ୍ତ,ଆର୍ଥିକ ସହାୟତା ଓ ଆଇନଗତ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରାଯାଉ- ଫରୱାର୍ଡ ବ୍ଲକ।

 ଓଡିଶା ଜନ ମତ, ପୋଲସରା,

 ସନ୍ତୋଷ କୁମାର ପଣ୍ଡା :------

କବିସୂର୍ଯ୍ୟନଗର,୦୮/୦୬:କବିସୂର୍ଯ୍ୟନଗର ପୁଲିସର ଥାର୍ଡ ଡିଗ୍ରୀ ଯୋଗୁଁ ଦିବ୍ଯାଙ୍ଗ ଯୁବକ ସୁଶାନ୍ତ କୁମାର ସାହୁଙ୍କ ମୃତ୍ଯୁ ଘଟଣାରେ ପୁଲିସର ବର୍ବରତା ଗ୍ରହଣୀୟ ନୁହେଁ ବୋଲି ଫରୱାର୍ଡ ବ୍ଲକ ପକ୍ଷରୁ କୁହାଯାଇଛି। ଅଭିଯୋଗ ଫର୍ଦ୍ଦରେ ସୁଶାନ୍ତଙ୍କ ନାମ ନଥିବା ବେଳେ ପୁଲିସ ତାଙ୍କୁ ୭ ଦିନଧରି ରଖି ଶାରୀରିକ ନିର୍ଯାତନା ଦେଇ ପିଟିପିଟି ହତ୍ଯା କରିଛି। ଏଭଳି ଘଟଣା ସଭ୍ଯ ସମାଜରେ ଗ୍ରହଣୀୟ ନୁହେଁ।  ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ ଗଞ୍ଜାମ ଜିଲ୍ଲା କମିଟି ତରଫରୁ ମୃତକଙ୍କ ପରିବାରକୁ ସୁବଳିଆ ଗ୍ରାମରେ ସାକ୍ଷତ କରି ଆଲୋଚନା କରିଛନ୍ତି। ଫରୱାର୍ଡ ବ୍ଲକ ପକ୍ଷରୁ ଦିବ୍ଯାଙ୍ଗ ଯୁବକ ସୁଶାନ୍ତ କୁମାର ସାହୁ ହତ୍ୟା ଘଟଣାର ବିଚାର ବିଭାଗୀୟ ତଦନ୍ତ,ମୃତ ସୁଶାନ୍ତଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ, ଦିବ୍ଯାଙ୍ଗ ଯୁବକ ସୁଶାନ୍ତ କୁମାର ସାହୁ ହତ୍ୟାକାଣ୍ଡ ଘଟଣାରେ ଆଇପିଏସ ଅଧିକାରୀ ସମେତ ସମ୍ପୃକ୍ତ ପୁଲିସ କର୍ମଚାରୀଙ୍କ ବିରୁଦ୍ଧରେ ଶାରୀରିକ ନିର୍ଯାତନା ଓ ହତ୍ଯା ଭଳି ଅପରାଧିକ ମାମଲା ରୁଜ୍ଜୁ କରାଯାଉ,ଭାଟଖାଲି ପାହାଡ ନିକଟରେ ମହିଳା ଶ୍ରମିକଙ୍କୁ ଅସାଦାଚରଣ ଓ ଆକ୍ରମଣ ଘଟଣାରେ ସମ୍ପୃକ୍ତ ପୁଲିସ ବିରୁଦ୍ଧରେ ଅପରାଧିକ ମମଲା ରୁଜ୍ଜୁ କରାଯାଉ,ବୟାନ ବଦଳାଇବାକୁ ମୃତକଙ୍କ ଭାଇ ଉପରେ ଚାପ ଓ ଧମକ ଦେଉଥିବା ଅଧିକାରୀଙ୍କ ବିରୁଦ୍ଧରେ ବିଭାଗୀୟ ଓ ଆଇନଗତ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରାଯାଉ। ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ୫ ଦଫା ସମ୍ବଳିତ ଦାବିପତ୍ର ତହସିଲଦାରଙ୍କ ଜରୀଆରେ ପ୍ରଦାନ କରାଯାଇଛି। ସ୍ଥାନୀୟ ଡାକବଙ୍ଗଳା ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଫରୱାର୍ଡ ଜିଲ୍ଲା ସଭାପତି ବିଭୂଧେନ୍ଦ୍ର ପାଢୀ,ଜିଲ୍ଲା ସାଧାରଣ ସମ୍ପାଦକ ସନ୍ତୋଷ କୁମାର ସାହୁ,ଜିଲ୍ଲା ସମ୍ପାଦକ ମିଥୁନ ବେହେରା,କୋଷାଧ୍ୟକ୍ଷ ସପ୍ନେଶ୍ବର ପାଣିଗ୍ରାହୀ, ଜିଲ୍ଲା କମିଟି ସଦସ୍ଯ ଅଜୟ କୁମାର ପଣ୍ଡା, ଯୁବନେତା ମୁନା ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଫରୱାର୍ଡ ବ୍ଲକ ପକ୍ଷରୁ କୁହାଯାଇଛି ମୃତ ସୁଶାନ୍ତଙ୍କ ପରିବାରକୁ ନ୍ୟାୟ ମିଳିବା ପଯର୍ଯନ୍ତ ଲଢେଇ ଜାରିରହିବ। ପୁଲିସର ବର୍ବରତାକୁ ଦୃଢ ନିନ୍ଦା କରାଯାଇଛି।

News Comment

You Might Also Like

BACK TO TOP