Breaking News

ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||     

କନ୍ଧମାଳ ଜିଲ୍ଳାର ବରିଷ୍ଟପ୍ରତିଷ୍ଠିତ ବ୍ୟକ୍ତି ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ପରଲୋକ |

10-Jun-2026

କନ୍ଧମାଳ ଜିଲ୍ଲାର ବରିଷ୍ଠ ପ୍ରତିଷ୍ଠିତ ବ୍ୟକ୍ତି ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

ଓଡିଶା ଜନମତ,ବାଲିଗୁଡା, ତା, ୧୦/୦୬,

ସଞ୍ଜୟ କୁମାର ପାଣିଗ୍ରାହୀ: ----

କନ୍ଧମାଳ ଜିଲ୍ଲାର ଜଣାଶୁଣା ବରିଷ୍ଠ ପ୍ରତିଷ୍ଠିତ ବ୍ୟକ୍ତି, କଂଗ୍ରେସ ନେତା, ଠିକାଦାର, ବ୍ୟବସାୟୀ ତଥା ବାଲିଗୁଡା ସ୍ଥିତ ପାଟଖଣ୍ଡା ଫୁଏଲସ ର ପ୍ରତିଷ୍ଠାତା ସିମାଞ୍ଚଳ ଆଚାର୍ଯ୍ୟ (୭୦) ଙ୍କ ବୁଧବାର ସକାଳେ ବାଲିଗୁଡା ନିଜ ବାସ ଭବନ ରେ ପରଲୋକ ହୋଇଯାଇଛି l ଏହି ଦୁଃଖଦ ଖବର ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l ସେ ଏକା ଧାରରେ ଜଣେ ମେଳାପୀ, ପରୋପକାରୀ, ବନ୍ଧୁ ବସ୍ଥଳ,ତଥା ବିଚକ୍ଷଣ ରାଜନୀତିଜ୍ଞ ଭାବେ ବେଶ ଜଣାଶୁଣା ଥିବା ସହ ତାଙ୍କ ରାଜନୀତି କ୍ୟାରିଅର ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ସେ କଂଗ୍ରେସ ଦଳ ରେ ନିଷ୍ଠାପର ଭାବେ କାର୍ଯ୍ୟ କରି ରାଜ୍ୟ ତଥା ଜିଲ୍ଲା ସ୍ତରରେ ବିଭିନ୍ନ ପଦ ପଦବୀ ରେ ରହି ଆସିଥିଲେ l ତାଙ୍କ ବିୟୋଗରେ ପରିବାର, ସମ୍ପର୍କୀୟ ଓ ଶୁଭେଚ୍ଛୁ ମାନେ ଗଭୀର ମର୍ମାହତ ହୋଇଛନ୍ତି। ତାଙ୍କ ମୃତ୍ୟୁଶଯ୍ୟା ନିକଟରେ ପୁଅ,ବୋହୂ, ନାତି, ନାତୁଣୀ ସମେତ ପରିବାର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । ମୃତ୍ୟୁ ଖବର ପାଇ ବନ୍ଧୁ ପରିଜନ ଓ ଅଞ୍ଚଳର ବହୁ ବିଶିଷ୍ଟ ବ୍ୟକ୍ତି ପହଞ୍ଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସ୍ବର୍ଗତ ଆଚାର୍ଯ୍ୟ ଙ୍କ ମର ଶରୀର କୁ ବଜାର ସାହି ର ଆଚାର୍ଯ୍ୟ କଲୋନୀ ସ୍ଥିତ  ନିଜ ବାସଭବନ ଠାରୁ ଏକ ବିରାଟ ପଟୁଆର ରେ ସମଗ୍ର ସହର ପରିକ୍ରମା କରିବା ସମୟରେ ସ୍ଥାନୀୟ କଂଗ୍ରେସ କାର୍ଯ୍ୟାଳୟ ସମ୍ମୁଖରେ ସମସ୍ତ ସଦସ୍ୟ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶେଷ ଦର୍ଶନ କରିଥିଲେ l ପରିବାର ର ସମସ୍ତ ସଦସ୍ୟ ଙ୍କ ଉପସ୍ଥିତ ରେ ପୁରୀ ସ୍ଥିତ ସ୍ୱର୍ଗଦ୍ୱାର ଠାରେ ବଡ଼ ପୁଅ ମାନସ ରଞ୍ଜନ ଆଚାର୍ଯ୍ୟ ମୁଖାଗ୍ନି ଦେଇ ଅନ୍ତିମ ସଂସ୍କାର କରିଥିଲେ l

News Comment

You Might Also Like

BACK TO TOP