Breaking News

ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||     

ପୋଲସରା ରେ ବିଜେପିର "ସଂକଳ୍ପ ରୁ ସିଦ୍ଧି ` କାର୍ଯ୍ୟକ୍ରମ ଅନୁଷ୍ଠିତ |

10-Jun-2026

ପୋଲସରାରେ ବିଜେପିର "ସଂକଳ୍ପରୁ ସିଦ୍ଧି" କାର୍ଯ୍ୟକ୍ରମ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା. ୧୦/୬/୨୦୨୬ :- ---

ଦେଶର ସର୍ବାଧିକ ସମୟ୪,୩୯୯ ଦିନ ଧରି ଜନ ସାଧାରଣଙ୍କ କଲ୍ୟାଣ ସକାଶେ ଅହରହ ସଂଗ୍ରାମ ଜାରି ରଖି ଇତିହାସ ସୃଷ୍ଟି କରି ଚାଲିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଦୀର୍ଘାୟୁ, ସୁସ୍ଥ ନିରାମୟ ଜୀବନ ସହିତ ରାଷ୍ଟ୍ରର ସଫଳତା ନିମନ୍ତେ ପୋଲସରା ବିଜେପି ପକ୍ଷରୁ ଏକ "ସଂକଳ୍ପରୁ ସିଦ୍ଧି" କାର୍ଯ୍ୟକ୍ରମ କରାଯାଇଛି। ଏଥିରେ ପୋଲସରା ବିଧାୟକ ତଥା ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ପୋଲସରା ପୌରପରିଷଦ ସ୍ଥିତ ଦିବ୍ୟ ଜୀବନ ସଂଘ ଶ୍ରୀଜଗନ୍ନାଥ ମନ୍ଦିରରେ ଦ୍ୱୀପ ଜଳାଇ ସ୍ୱତନ୍ତ୍ର ପୂଜା ଓ ପ୍ରାର୍ଥନା କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱରେ ସେବା, ସୁଶାସନ, ଗରିବଙ୍କ କଲ୍ୟାଣ ସ୍ୱରୂପ ଜାରି ରହିଥିବା ଐତିହାସିକ ଯାତ୍ରାର ସ୍ମରଣ କରିବାସହ ଏକ ବିକଶିତ ଭାରତବର୍ଷ ଗଠନ ପାଇଁ ସଂକଳ୍ପ ସ୍ୱରୂପ ସମର୍ଥନ କରିଥିଲେ। କାର୍ଯ୍ୟକ୍ରମରେ ପୋଲସରା ନଗର ମଣ୍ଡଳ ସଭାପତି ରାମକୃଷ୍ଣ ପ୍ରଧାନ ଓ  ନଗର ପ୍ରଭାରୀ ପ୍ରସନ୍ନ କୁମାର ଡାକୁଆ, ହାତୀଓଟ ମଣ୍ଡଳ ସଭାପତି ପ୍ରଶାନ୍ତ କୁମାର ପ୍ରଧାନ, ପୂର୍ବତନ ବ୍ଲକ ଅଧ୍ୟକ୍ଷା ସଂଯୁକ୍ତା ପ୍ରଧାନ, ଯୁବନେତା ଦୀପକ କୁମାର ପ୍ରଧାନ, ନେତ୍ରୀ ଗାୟତ୍ରୀ ଜେନାଙ୍କ ସମେତ ଅନ୍ୟ ମଣ୍ଡଳ ସଭାପତି, କର୍ମକର୍ତ୍ତା ଶତାଧିକ ସଂଖ୍ୟାରେ ବିଜେପି କର୍ମୀ ଓ ସମର୍ଥକମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP