Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ବିଜେପି ଜିଲ୍ଲା ଯୁବମୋର୍ଚ୍ଚାର ସାଧାରଣ ସମ୍ପାଦକ ହେଲେ ଦେବାଶିଷ ମହାନ୍ତି |

10-Jun-2026

ଜିଲ୍ଲା ଯୁବ ମୋର୍ଚ୍ଚାର ସାଧାରଣ ସମ୍ପାଦକ ଭାବେ ମନୋନୀତ  ହେଲେ  ଦେବାଶିଷ ମହାନ୍ତି |

ଓଡିଶା ଜନ ମତ ବ୍ୟୁରୋ, 

ପୁରୁଷୋତ୍ତମପୁର ଏନଏସିର ବାସିନ୍ଦା ତଥା ଯୁବକ ଦେବାଶିଷ ମହାନ୍ତି (ସୁରେଶ )ଙ୍କୁ ବିଜେପି ଆସ୍କା-ଘୁମୁସର ଜିଲ୍ଲା ସଭାପତି ବିଜୟ କୁମାର ସ୍ବାଇଁଙ୍କ ଅନୁମୋଦନ କ୍ରମେ ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ଅଜିତ କୁମାର ପଣ୍ଡା ଙ୍କ ସୁପାରିଶ କ୍ରମେ  ଜିଲ୍ଲା ଯୁବ ମୋର୍ଚ୍ଚାର ସାଧାରଣ ସମ୍ପାଦକ ଭାବେ ମନୋନୀତ କରିଛନ୍ତି।ଏହି ଖବର ପ୍ରଚାରିତ ପରେ ଯୁବ ନେତା,କର୍ମୀଙ୍କ ମନରେ ଆନନ୍ଦ ଭରି ଯାଇଛି |  ଆଗାମୀ ଦିନରେ  ସୁରେଶ  ଯୁବକ ମାନଙ୍କୁ ନେଇ କିଛି କରିବେ ବୋଲି ଯୁବନେତା କର୍ମୀ ମାନେ  ଉତ୍ସାହିତ ଅଛନ୍ତି | ଦେବାଶିଷ ଏହି ଖବର ପାଇ ତଥା ଦଳ ତାଙ୍କୁ ଗୁରୁ ଦାୟିତ୍ୱ ଦେଇଥିବାରୁ ସେ ଜିଲ୍ଲା ସଭାପତି ବିଜୟ କୁମାର ସ୍ୱାଇଁ, ଯୁବ ମୋର୍ଚ୍ଚା ସଭାପତି ଅଜିତ କୁମାର ପଣ୍ଡା ଏବଂ ରାଜ୍ୟ ଶୀର୍ଷ ନେତୃତ୍ବଙ୍କୁ ଧନ୍ୟବାଦ ଜଣାଇଛନ୍ତି | ଦେବାଶିଷ କହିଛନ୍ତି  ଦଳ ତାଙ୍କ ଉପରେ ଯେଉଁ ବିଶ୍ବାସ ଭରଷା ରଖି ଏହି ଦାୟିତ୍ବ ଅର୍ପଣ କରିଛି, ସେ ତାହାକୁ ନିଷ୍ଠା ର ସହ  ପାଳନ କରି ଏହି ଯୁବ ସଂଗଠନକୁ ଆହୁରି ସୁଦୃଢ଼ ଓ ମଜୁବୁତ କରିବା ଦିଗରେ କାର୍ଯ୍ୟ କରିବେ। ଏହି ଖବର  ଜଣା ପଡିବା ପରେ ସହର ର ଯୁବ ଗୋଷ୍ଟିଙ୍କ ସହିତ ସମସ୍ତଙ୍କ ମନରେ ଖୁସିର ଲହରୀ ଖେଳି ଯାଇଛି |ତାଙ୍କ ସମର୍ଥକ ମାନେସୁରେଶ ଙ୍କ ଘରକୁ ଯାଇ ଏବଂ ଫୋନ ମାଧ୍ୟମରେ ତାଙ୍କୁ  ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ  ଛନ୍ତି  |

News Comment

You Might Also Like

BACK TO TOP