Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ନିୟମ ଗିରିରେ ନଳକୂପ ଭାଙ୍ଗିବା ସହ କଦଳୀ ବାଡ଼ ଉଜାଡିଲେ 10 ଟିକିଆ ହାତୀ ଦଳ |

11-Jun-2026

ନିୟମଗିରିରେ ପୁଣି ହାତୀ ଆତଙ୍କ: ନଳକୂପ ଭାଙ୍ଗିଲେ, କଦଳୀ ବାଡ଼ ଉଜାଡ଼ିଲେ ୧୦ଟିକିଆ ହାତୀପଲ
ଓଡିଶା ଜନମତ ରାୟଗଡା,୧୧/୬ 

କାମେଶ୍ୱର କରକରିଆ : ------
ରାୟଗଡା ଜିଲ୍ଲାର ନିୟମଗିରି ଅଞ୍ଚଳରେ ପୁଣିଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ଲମ୍ବା ଗାଁରେ ୧୦ଟିକିଆ ହାତୀପଲ ପ୍ରବେଶ କରି ନଳକୂପ ଭାଙ୍ଗିବା ସହ କଦଳୀ ବାଡ଼ ଉଜାଡ଼ି ଦେଇଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କର ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ହାତୀପଲ ଜଙ୍ଗଲରୁ ବାହାରି ଲମ୍ବା ଗାଁରେ ପ୍ରବେଶ କରିଥିଲେ। ଗାଁର ଏକ ନଳକୂପକୁ ଭାଙ୍ଗି ଦେବା ସହ ସ୍ଥାନୀୟ ଚାଷୀ ପାଳୁ ହୁଇକାଙ୍କ କଦଳୀ ବାଡ଼କୁ ସମ୍ପୂର୍ଣ୍ଣ ନଷ୍ଟ କରିଦେଇଥିଲେ। ଏହା ଫଳରେ ଚାଷୀଙ୍କ ବ୍ୟାପକ ଆର୍ଥିକ କ୍ଷତି ଘଟିଥିବା ଜଣାପଡ଼ିଛି। ନିୟମଗିରି ଅଞ୍ଚଳରେ ବାରମ୍ବାର ହାତୀପଲ ଗାଁ ମୁହାଁ ହେଉଥିବାରୁ ସ୍ଥାନୀୟ ଲୋକେ ଭୟ ଓ ଅନିଶ୍ଚିତତା ମଧ୍ୟରେ ଦିନ କାଟୁଛନ୍ତି। ସନ୍ଧ୍ୟା ପରେ ଘରୁ ବାହାରିବାକୁ ଲୋକେ ଭୟ କରୁଥିବା ବେଳେ ଚାଷଜମି ଓ ଫଳବଗିଚାର ସୁରକ୍ଷା ନେଇ ଚିନ୍ତା ବଢ଼ିଛି। ହାତୀପଲଙ୍କ ଏଭଳି ଲଗାତାର ଉପଦ୍ରବ ଯୋଗୁଁ ମଣିଷ-ହାତୀ ସଂଘର୍ଷ ଦିନକୁ ଦିନ ଗମ୍ଭୀର ରୂପ ନେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ପାର୍ସାଲି ଓ ନିୟମଗିରି ଅଞ୍ଚଳରେ ଦୀର୍ଘଦିନ ଧରି ହାତୀପଲଙ୍କ ତାଣ୍ଡବ ଜାରି ରହିଥିଲେ ମଧ୍ୟ ସ୍ଥାୟୀ ସମାଧାନ ଦିଗରେ ବନ ବିଭାଗ ପକ୍ଷରୁ ଆଶାନୁରୂପ ପଦକ୍ଷେପ ନିଆଯାଉ ନାହିଁ। ତେଣୁ କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ, ହାତୀପଲଙ୍କ ଗତିବିଧି ଉପରେ କଡ଼ା ନଜରଦାରି ଏବଂ ଦୀର୍ଘମିଆଦି ପ୍ରତିରୋଧ ବ୍ୟବସ୍ଥା ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି।
ଏହି ସମ୍ପର୍କରେ ବନାଞ୍ଚଳ ଅଧିକାରୀ ସଚ୍ଚିଦାନନ୍ଦ ପରିଡା କହିଛନ୍ତି ଯେ, ବର୍ତ୍ତମାନ ଆମ୍ବ ଓ ପଣସ ପାଚିଥିବାରୁ ହାତୀପଲ ଖାଦ୍ୟ ସନ୍ଧାନରେ ଗାଁ ମୁହାଁ ହେଉଛନ୍ତି। ଦିନବେଳେ ପ୍ରବଳ ଖରା ଯୋଗୁଁ ସେମାନେ ଜଙ୍ଗଲ ଭିତରେ ରହୁଥିବା ବେଳେ ରାତି ସମୟରେ ବାହାରି ଗାଁ ଅଞ୍ଚଳରେ ପ୍ରବେଶ କରୁଛନ୍ତି। ତଥାପି ବନ ବିଭାଗର ସ୍କ୍ୱାଡ୍, ଗଜସାଥୀ ଓ ବନ କର୍ମଚାରୀମାନେ ନିରନ୍ତର ନଜର ରଖିଥିବା ସହ କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।ଗ୍ରାମବାସୀଙ୍କ ମତରେ, ଯଦି ହାତୀପଲଙ୍କ ଉପଦ୍ରବ ରୋକିବା ପାଇଁ ଶୀଘ୍ର ଓ ଦୃଢ଼ ପଦକ୍ଷେପ ଗ୍ରହଣ ନ କରାଯାଏ, ତେବେ ଆଗାମୀ ଦିନରେ ପରିସ୍ଥିତି ଆହୁରି ଗମ୍ଭୀର ହେବା ସହ ଜନଜୀବନ ଓ ଚାଷବାସ ଉପରେ ବଡ଼ ପ୍ରଭାବ ପଡ଼ିପାରେ।

News Comment

You Might Also Like

BACK TO TOP