Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ବିବାହ ର ଏକ ବର୍ଷ ପରେ ମହିଳାଙ୍କ ଆତ୍ମ ହତ୍ୟା, କାରଣ ଅସ୍ପଷ୍ଟ |

11-Jun-2026

ବିବାହ ର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା,କାରଣ ଅସ୍ପଷ୍ଟ ,

 ଓଡିଶା ଜନ ମତ କୈଳାଶ ଚନ୍ଦ୍ର ଚୌଧୁରୀ, 

ବ୍ରହ୍ମପୁର :---
ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ଫାସୀ ଗ୍ରାମରେ ଏକ ଅପମୃତ୍ୟୁ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।କାରଣ ଗତବର୍ଷ ଏହି ସମୟରେ ବୁଗୁଡ଼ା ଅଞ୍ଚଳର ଯୋଶଦା ପାଣିଗ୍ରାହୀ ନାମ୍ନୀ ଜଣେ ମହିଳା ଏହି ଫାସୀ ଗ୍ରାମର ଜିତେନ୍ଦ୍ର ପାଣିଗ୍ରାହୀ ନାମକ ଜଣେ ଯୁବକ କୁ ବାହା ହୋଇଥିଲେ ଓ ଏହି ଏକ ବର୍ଷ ମଧ୍ୟରେ ଉଭୟଙ୍କ ବୈବାହିକ ଜୀବନ ସୁରୁଖୁରୁରେ ଚାଲିଥିବାବେଳେ ସ୍ବାମୀ ଜିତେନ୍ଦ୍ର କାମ ଅନ୍ବେଷଣରେ ଆଜି ସୁରଟ୍ ରେ ପହଞ୍ଚିଛନ୍ତି। ଏହି ଭଳି ପରିସ୍ଥିତିରେ ଘରର ଦୈନନ୍ଦିନ କାର୍ଯ୍ୟ ଓ ରନ୍ଧାବଢ଼ା କାମ ସାରି ଅନ୍ୟ ଏକ କୋଠରୀ ରେ ଘର ଚଟାଣରେ ଗାମୁଛା ବାନ୍ଧି ଝୁଲିପଡିଛନ୍ତି ଯୋଶଦା। ଏହି ଦୃଶ୍ୟ ଦେଖି ଶାଶୁ ଅନ୍ୟ ପଡୋଶୀ ଙ୍କ ସହଯୋଗରେ ତାକୁ ତଳକୁ ଓହ୍ଲାଇ ଚିକିତ୍ସା ପାଇଁ କୋଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP