Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ସୀମା ସୁରକ୍ଷା ବାହିନୀ ର 60ତମ ବୃଦ୍ଧି ଦିବସ ପାଳିତ |

01-Dec-2024

ସୀମା ସୁରକ୍ଷା ବାହିନୀର ୬୦ ତମ ବୃଦ୍ଧି ଦିବସ ପାଳନ
ବାଲିଗୁଡା, ୦୧/୧୨: : ----କନ୍ଧମାଳ ଜିଲ୍ଲା ବାଲିଗୁଡା ଦଣ୍ଡପଦର ସ୍ଥିତ ଆଦର୍ଶ ବିଦ୍ୟାଳୟ ନିକଟରେ ଥିବା ୧୩୬ ସୀମା ସୁରକ୍ଷା ବାହିନୀ ବାଟାଲିୟନ ତରଫରୁ ସୀମା ସୁରକ୍ଷା ବଳର ୬୦ ତମ ବୃଦ୍ଧି ଦିବସ ପାଳନ ହୋଇଯାଇଛି l ଏଥିରେ ସ୍ଥାନୀୟ ୧୩୬ ସୀମା ସୁରକ୍ଷା ବାହିନୀ ବାଟା ଲିୟନର କମାଣ୍ଡାଣ୍ଟ ମାନସ ରଞ୍ଜନ ପଣ୍ଡା ଓ  ଅନ୍ୟ ଅଧିକାରୀ ତଥା ବାହିନୀର ଜବାନ ମାନଙ୍କ ଉପସ୍ଥିତ ରେ କମାଣ୍ଡାଣ୍ଟ ଶ୍ରୀପଣ୍ଡା ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ଏବଂ ଦେଶ ପାଇଁ ଉତ୍ସାହର ସହ କାର୍ଯ୍ୟ କରିବାକୁ ଆହ୍ୱାନ  ଦେଇଥିଲେ। ଦେଶର ପ୍ରଥମ ଲାଇନରେ କାର୍ଯ୍ୟ କରୁଥିବା ସୀମା ସୁରକ୍ଷା ବାହିନୀ ଏହାର ସମସ୍ତ କାର୍ଯ୍ୟକୁ ଆଭ୍ୟନ୍ତରୀଣ କର୍ତ୍ତବ୍ୟରେ ମଧ୍ୟ ପ୍ରାଧାନ୍ୟ ଦେବା ସହ ସୀମା ସୁରକ୍ଷା ବଳର କର୍ମଚାରୀ ହୋଇଥିବାରୁ ନିଜେ ଗର୍ବ ଅନୁଭଵ କରିବା ଉଚିତ୍ ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରି ସୀମା ସୁରକ୍ଷା ବାହିନୀର ମନୋବଳ ବୃଦ୍ଧି କରାଇ ଥିଲେ l ଏଥିରେ ବାହିନୀର ସମସ୍ତ ଜବାନ ଓ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହ ଯୋଗ କରିଥିଲେ l

News Comment

You Might Also Like

BACK TO TOP