Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

କାର ଧକ୍କାରେ ସ୍ୱାମୀ, ସ୍ତ୍ରୀ ଗୁରୁତର ଆହାତ |

12-Jun-2026

ବାଲୁଗାଁ ପ୍ରାଣଦେଈପୁର ଛକରେ   କାର ଧକ୍କାରେ ବାଇକ ରେଯାଉଥିବା ସ୍ୱାମୀ, ସ୍ତ୍ରୀ ଗୁରୁତର ଆହାତ |

ଓଡିଶା ଜନ ମତ  ବ୍ୟୁରୋ, 

ଜାତୀୟ ରାଜ ପଥରେ  ବାଇକ ଓ କାର ଦୁର୍ଘଟଣା  ଦିନକୁ ଦିନ ଦ୍ରୁତ ଗତିରେ ବଢ଼ି ଚାଲୁଛି |  ଯାହାଦ୍ୱାରା ବହୁ ନିରୀହ ସରଳ ଲୋକ ପ୍ରାଣ ହରାଉ ଥିବା ବେଳେ କିଛି ଗୁରୁତର ଆହାତ ହୋଈ ପଙ୍ଗୁ ହୋଈ ଯାଉଛନ୍ତି ||ଏପରି ଏକ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ପ୍ରାଣଦେଈପୁର ଛକରେ ଆଜି ଦିନ ୧୧ ଟାରେ  |  ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତଗାମୀ କାର ଧକ୍କାରେ ବାଇକ୍ ଆରୋହୀ  ଆହତ ହୋଇଛନ୍ତି  |ମିଳିଥିବା ସୂଚନା ଅନୁଯାୟୀ, ପାରିକୁଦ ମାଲୁଦର କବିତା ବିଶ୍ୱାଳ, ୪୨ ବର୍ଷ ଏବଂ ଲକ୍ଷ୍ମୀଚରଣ ବିଶ୍ୱାଳ, ୫୨ ବର୍ଷ ବାଇକ୍ ଯୋଗେ ବାଲୁଗାଁରୁ କାମ ସାରି ସରଳସିଂହ ଆଡ଼କୁଯାଉଥିଲେ  | ପ୍ରାଣଦେଈପୁର ଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ କାର ତାଙ୍କ ବାଇକକୁ ଜୋରରେ ଧକ୍କା ଦେଇଥିଲା।
ଦୁର୍ଘଟଣା ପରେ କାର  ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି.ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଭାବରେ  ଉଦ୍ଧାର କରାଯାଇ ପ୍ରଥମେ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଡାକ୍ତରଙ୍କ ପରାମର୍ଶରେ ଉଭୟଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି.

News Comment

You Might Also Like

BACK TO TOP