Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ଚାରିଦିନ ପରେ କୂଅରୁ ଜୀବନ୍ତ ଯୁବକ ଉଦ୍ଧାର |

12-Jun-2026

କିଛି ବ୍ୟକ୍ତି ଜଣଙ୍କୁ  ମାଡ଼ ମାରିଥିଲେ ଓ ସେ  ମରିଗଲା ଭାବି କୂଅରେ ପକାଇ ଦେଇଚାଲି ଯାଇ ଥିଲେ  |

(ଚାରିଦିନ ପରେ କୂଅରୁ  ଉଦ୍ଧାରହେଲେ ଜୀବନ୍ତ ବ୍ୟକ୍ତି |

କଥାରେ ଅଛି "ଯାହାକୁ ରଖିବେ ଅନନ୍ତ ତାକୁ କି କରେ ବଳବନ୍ତ ` ଏହି ଘଟଣା ଟି ଘଟିଛି ଜଣେ ଯୁବକଙ୍କ କ୍ଷେତ୍ରରେ  | ଆଉ ଏପରି ଘଟଣା ଘଟିଛି ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର ଅନ୍ତର୍ଗତ  ସମଲାଇପଦର ଗାଁରେ |  ସମଲାଇପଦର ନର୍ସରୀ ଅଞ୍ଚଳର ଏକ  ନିଛାଟିଆ କୁଅରୁ ଜଣେ ବ୍ୟକ୍ତିଙ୍କୁ ଜୀବନ୍ତ ଅବସ୍ଥାରେ ଚାରି ଦିନ ପରେ ଉଦ୍ଧାର କରାଯାଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଉଦ୍ଧାର ହୋଇଥିବା ବ୍ୟକ୍ତିଙ୍କ କହିବା ଅନୁସାରେ, ଗତ ରବିବାର ପୂର୍ବାହ୍ଣ ପ୍ରାୟ ୩ଘଣ୍ଟ ସମୟରେ  ପାଞ୍ଚଜଣ ବ୍ୟକ୍ତି  ତାଙ୍କୁ ଧରି ମାଡ଼ ମାରିଥିଲେ । ପରେ ସେ  ମୃତ ବୋଲି ଭାବି ତାଙ୍କୁ ଉକ୍ତ କୁଅ ମଧ୍ୟରେ ପକାଇ ଦେଇ ଚାଲିଯାଇଥିବା ସେ ଅଭିଯୋଗ କରିଛନ୍ତି | ଭିତରେ ଚାରିଦିନ ଧରି ଭୋକ ଓପବାସରେ ରହି ସେ  ଜୀବନ ସହ ସଂଘର୍ଷ କରୁଥିବା ଜଣାପଡ଼ିଛି । ବୁଧବାର ଦିନ ସମଲାଇପଦରଗ୍ରାମର ଜଣେ ବ୍ୟକ୍ତି ଜଙ୍ଗଲ ଅଞ୍ଚଳକୁକାଠ  ସଂଗ୍ରହ ପାଇଁ ଯାଇଥିବା ବେଳେ କୂଅ ଭିତରୁ  ଜଣେ ଲୋକଙ୍କ ଚିତ୍କାର ଶୁଣିଥିଲେ । ସେଗାଁକୁ ଫେରି ଏହିଘଟଣା  ତୁରନ୍ତ ଗ୍ରାମବାସୀ, ପୋଲିସ ଅନ୍ୟମାନଙ୍କୁ ଏବଂ ଅଗ୍ନିଶମ ବିଭାଗ କୁ ଜଣାଇଥିଲେ ।ଖବର ପାଇ  ଅଗ୍ନିଶମ କର୍ମ ଚାରୀମାନେ ଏବଂ ଗ୍ରାମବାସୀ ମାନେ ଘଟଣାସ୍ଥଳକୁ ଆସି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ବହୁ ପ୍ରୟାସ ପରେ କୁଅ ଭିତରୁ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ପଦାକୁ ବାହାର କରାଯାଇଥିଲା। ପରେ ତାଙ୍କୁ ଚିକିତ୍ସା ପାଇଁ ପଦ୍ମପୁର ଅଞ୍ଚଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ  ନିଆଯାଇଥିଲା। ସ୍ଥାନୀୟ ଲୋକଙ୍କ ସୂଚନା ଅନୁସାରେ  ଉଦ୍ଧାର ହୋଇଥ‌ିବା ପୁରେନା ଗ୍ରାମର  ବାସିନ୍ଦା ବୋଲି ଜଣାପଡ଼ିଛି। ତେବେ ତାଙ୍କର ପରିଚୟ ଓ ଘଟଣାର ସମ୍ପୂର୍ଣ୍ଣ ଓ ସତ୍ୟତା ସମ୍ପର୍କରେ ପୋଲିସ ତଦନ୍ତ ଜାରି ରଖିଛି। ଓ ତାଙ୍କୁକିଏ ଓ କାହିଁକି କୂଅ ଭିତରକୁ ପକାଇଥିଲେ ତାର ତଦନ୍ତ କରି ଅଭିଯୁକ୍ତ ମାନଙ୍କୁ ତୁରନ୍ତ ଗିରଫ କରିବାକୁ ବ୍ୟବସ୍ତା କରୁଥିବାର ଜଣା ପଡିଛି  |

News Comment

You Might Also Like

BACK TO TOP